Tag: Guardian of the Blue Horizon

PM Modi Receives Guardian of the Blue Horizon: ସେଶେଲ୍ସର ସ୍ବତନ୍ତ୍ର ରାଷ୍ଟ୍ରପତି ସମ୍ମାନ ‘ଗାର୍ଡିଆନ୍ ଅଫ୍ ଦି ବ୍ଲୁ ହରାଇଜନ୍’ରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସେଶେଲ୍ସର ସ୍ବତନ୍ତ୍ର ରାଷ୍ଟ୍ରପତି ସମ୍ମାନ ‘ଗାର୍ଡିଆନ୍ ଅଫ୍ ଦି ବ୍ଲୁ ହରାଇଜନ୍’ରେ ସମ୍ମାନିତ ହୋଇଛନ୍ତି । ସେଶେଲ୍ସ ରାଷ୍ଟ୍ରପତି ମହାମହିମ ଡକ୍ଟର ପାଟ୍ରିକ୍ ହାର୍ମିନି ଆଜି ଏକ ସ୍ବତନ୍ତ୍ର ଉତ୍ସବରେ ମୋଦୀଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି…