Tag: Guideline

Firecracker Guidelines in Odisha: ବାଣ ଫୁଟାଇବାକୁ ଓଡ଼ିଶା ପ୍ରଦୂଷଣ ବୋର୍ଡର ନୂଆ ଗାଇଡ୍‌ଲାଇନ୍

ଦୀପାବଳି ଅବସରରେ ବାଣ ଫୁଟାଇବାକୁ ନେଇ ଓଡ଼ିଶା ପ୍ରଦୂଷଣ ବୋର୍ଡ ପକ୍ଷରୁ ନୂଆ ଗାଇଡ୍‌ଲାଇନ୍ ଜାରି କରାଯାଇଛି । ପରିବେଶ ଓ ଶବ୍ଦ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ସହ ଲୋକଙ୍କ ସ୍ୱାସ୍ଥ୍ୟ ଓ ସୁରକ୍ଷାକୁ ଦୃଷ୍ଟିରେ ରଖି ବୋର୍ଡ ଏହି ନିୟମାବଳୀ…

Diwali guidelines: କଟକରେ ବାଣଫୁଟା ପାଇଁ ମିଳିଲା ୨ ଘଣ୍ଟା ଅନୁମତି

ପାଖେଇ ଆସୁଛି ଆଲୋକର ପର୍ବ ଦୀପାବଳି । ଏଥିଲାଗି ସବୁଠି ପ୍ରସ୍ତୁତି ଜୋରଦାର ଚାଲିଛି। ଭୁବନେଶ୍ୱର ଭଳି କଟକରେ ଲାଗିଲା ଦୀପାବଳୀରେ ବାଣ ଫୁଟାଇବାକୁ ନେଇ କଟକଣା । କଟକରେ ବାଣଫୁଟା ପାଇଁ ୨ ଘଣ୍ଟା ମିଳିଲା ଅନୁମତି । ସଂଧ୍ୟା…

ପାଇପ୍ ଲାଇନ୍ ବିଛାଇବା ଉପରେ ଲାଗିଲା କଟକଣା; ଅନୁମତିପତ୍ର ଦେବା ବାଧ୍ୟତାମୂଳକ

ନଦୀ କିମ୍ବା ଜଳାଶୟରେ ପାଇପ୍ ଲାଇନ୍ ବିଛାଇବା ଉପରେ ଲାଗିଲା କଟକଣା। ଏବେ ପାଇପ୍ ଲାଇନ୍ ବିଛାଇବା ପାଇଁ ୱାଟର୍‌ ବଡି କ୍ରସିଂ ଅନୁମତିପତ୍ର ଦେବା ବାଧ୍ୟତାମୂଳକ ଗାଇଡଲାଇନ୍ ସହ କଡ଼ା ନିର୍ଦ୍ଦେଶନାମା ଜାରି କଲା ଜଳ ସମ୍ପଦ ବିଭାଗ ।…

ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପରିବେଷଣ ଉପରେ ଲାଗିବ ରୋକ୍

ଯାତ୍ରାରେ ଅଶ୍ଳୀଳ ନୃତ୍ୟ ଉପରେ ଲାଗିବ ରୋକ୍। ମନୋରଞ୍ଜନ ନାଁରେ ଚାଲିଥିବା ଅପସଂସ୍କୃତିକୁ ଆଉ ପ୍ରଶ୍ରୟ ଦିଆଯିବନି । ବନ୍ଦ ହେବ ଅଶ୍ଳୀଳ ନୃତ୍ୟ । ଯାତ୍ରାରେ ହେଉଥିବା ଅଶ୍ଳୀଳ ନୃତ୍ୟ ଯୋଗୁଁ ସମାଜ ଉପରେ ଏହାର କୁପ୍ରଭାବ ପଡୁଛି ।…

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଯୋଗ୍ୟତା ମାନଦଣ୍ଡ ରେ ଯୋଡ଼ି ହେଲା ନୂଆ ନିୟମାବଳୀ

ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାର ନୂଆ ନିଅୟମାବଳୀ ଲାଗୁ ହୋଇଛି। ରାଜ୍ୟ ସରକାର ଆବାସ ଘର ପାଇଁ ଲୋକେ ନିଜେ ନିଜ ପାଇଁ ସର୍ଭେ କରିବେ। କୌଣସି ଯୋଗ୍ୟ ହିତାଧିକାରୀଙ୍କୁ ଅଣଦେଖା କରାଯିବ ନାହିଁ ବୋଲି ନିୟମାବଳୀ ରେ ଉଲ୍ଲେଖ ଅଛି।…

ଆସନ୍ତାକାଲିଠାରୁ ଶ୍ରଦ୍ଧାଳୁଙ୍କ ଶ୍ରୀମନ୍ଦିରକୁ ୪ ଦ୍ୱାର ଦେଇ ପ୍ରବେଶ

ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ରେ , ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ (ଏସଜେଟିଏ) ଘୋଷଣା କରିଛି ଯେ ଶନିବାରଠାରୁ ତୀର୍ଥଯାତ୍ରୀମାନେ ସମସ୍ତ ଚାରୋଟି ଫାଟକ ଦେଇ ଶ୍ରୀମନ୍ଦିରରେ ପ୍ରବେଶ କରିପାରିବେ। କାର୍ତ୍ତିକ ମାସ ପରେ ଠାକୁର ଦର୍ଶନ ଉପରେ ମୁଖ୍ଯ ପ୍ରଶାସକ…

ସରକାରୀ ଚାକିରି ନିଯୁକ୍ତି ପରୀକ୍ଷା ରେ ଅନିୟମିତତା କଲେ ୫ବର୍ଷ ଜେଲ ଓ ୧୦ଲକ୍ଷ ଜୋରିମାନା

ଓଡ଼ିଶାରେ ସରକାରୀ ସଂସ୍ଥାଗୁଡ଼ିକ ଦ୍ୱାରା ଆୟୋଜିତ ସାର୍ବଜନୀନ ପରୀକ୍ଷା ରେ ଜାଲିଆତି, ଠକେଇ, ପରୀକ୍ଷା ପ୍ରକ୍ରିୟାରେ ବବ୍ୟାଘାତ ସୃଷ୍ଟି କରିବା, ନିର୍ଦ୍ଧାରିତ ସମୟ ପୂର୍ବରୁ ପରୀକ୍ଷା ସମ୍ବନ୍ଧୀୟ ସୂଚନା ଲିକ୍ କରିବା, ପରୀକ୍ଷା ହଲରେ ଅନଧିକୃତ ପ୍ରବେଶ ଏବଂ ଅନ୍ୟ ନିୟମ…

ସଂଧ୍ୟା ୭ଟାରୁ ୯ଟା ପର୍ଯ୍ୟନ୍ତ ଫୁଟିବ ବାଣ; ରାଜ୍ୟରେ ଜାରି ହେଲା ଗାଇଡଲାଇନ୍

ଆସୁଛି ଦୀପାବଳି । ଏହାର ପୂର୍ବରୁ ବାଣ ଫୁଟା ନେଇ ଜାରି ହେଲା ଗାଇଡଲାଇନ । ଆଜି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି। ଗାଇଡଲାଇନ ଅନୁସାରେ ସଂଧ୍ୟା ୭ଟାରୁ ୯ଟା ମଧ୍ୟରେ ବାଣ ଫୁଟାଇବାକୁ ମିଳିଛି…

ରାଜଧାନୀରେ ବାଣ ଦୋକାନୀଙ୍କ ପାଇଁ ଜାରି ହେଲା ଗାଇଡଲାଇନ୍

ଦୀପାବଳି ପୂର୍ବରୁ ଆକ୍ସନ ମୋଡ୍‌ରେ କମିଶନରେଟ୍‌ ପୋଲିସ । ଲାଇସେନ୍ସ ନ ଥିବା ବାଣ ଗୋଦାମ ଗୁଡ଼ିକ ଉପରେ ଚଢ଼ାଉ ହୋଇଛି ପୋଲିସ। ବେଆଇନ ଭାବେ ଗଚ୍ଛିତ ବାଣ ଜବତ ପାଇଁ ପୁଲିସ ଚଢ଼ଉ କରୁଛି। ଏହା ସହିତ ବାଣ ଦୋକାନ…

ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ, ଓଏସ୍‌ଡି ପାଇଁ ଗାଇଡଲାଇନ ଜାରି

ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଓ ଅଫିସର ଅନ୍‌ ସ୍ପେସାଲ ଡ୍ୟୁଟି (ଓଏସଡି ) ପାଇଁ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗ ପକ୍ଷରୁ ଗାଇଡଲାଇନ୍ ଜାରି କରାଯାଇଛି । ଗାଇଡଲାଇନ୍ ଅନୁସାରେ ଅତିରିକ୍ତ ସଚିବ ବା ଯୁଗ୍ମ…