ବ୍ୟବସାୟ Gundicha Temple: ଖୁବଶୀଘ୍ର ଭକ୍ତଙ୍କ ପାଇଁ ଖୋଲିବ ଗୁଣ୍ଡିଚା ମନ୍ଦିର October 30, 2025 Nirvay ଖୁବଶୀଘ୍ର ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିବ ମହାପ୍ରଭୁଙ୍କ ଜନ୍ମସ୍ଥଳୀ ପୁରୀ ଗୁଣ୍ଡିଚା ମନ୍ଦିର । ଭକ୍ତ ମାନେ ଗୁଣ୍ଡିଚା ମନ୍ଦିରର ସୌନ୍ଦର୍ଯ୍ୟ କରଣ ସହ ମହାପ୍ରଭୁଙ୍କ ଜନ୍ମସ୍ଥଳୀ ଦେଖିବାର ସୁଯୋଗ ପାଇବେ । ଏନେଇ ପୌରସଂସ୍ଥା କାର୍ଯ୍ୟନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା ସୂଚନା…