ରାଜ୍ୟ ନିଜ ବାସଭବନ ରେ ଦିବ୍ୟାଙ୍ଗ ମାନଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ December 3, 2024 Nirvay ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବେ ପରିଚିତ ଶ୍ରୀ ମୋହନ ଚରଣ ମାଝୀ ଯେଉଁଠି କି ଯାଆନ୍ତୁ ନା କାହିଁକି, ଯେଉଁଠି ବି ଥାଆନ୍ତୁ, ଲୋକଙ୍କ ଅଭିଯୋଗ ଓ ସମସ୍ୟା ଶୁଣିବାକୁ ଓ ତା’ର ପ୍ରତିକାର ପାଇଁ ବ୍ୟବସ୍ଥା କରିବାକୁ ସବୁବେଳେ ପ୍ରାଧାନ୍ୟ ଦେଇଥାନ୍ତି…