Tag: Hari Babu Kambhampati

Odisha Assembly Budget Session: ରାଜ୍ୟପାଳଙ୍କ ଅଭିଭାଷଣକୁ ବିରୋଧ କରି ବିରୋଧୀଙ୍କ କକ୍ଷତ୍ୟାଗ

ରାଜ୍ୟପାଳଙ୍କ ଅଭିଭାଷଣକୁ ବିରୋଧ କରି ବିରୋଧୀ ଦଳ କକ୍ଷତ୍ୟାଗ କରିଛନ୍ତି । ଉଭୟ କଂଗ୍ରେସ ଓ ବିଜେଡି ସଦସ୍ୟମାନେ କକ୍ଷତ୍ୟାଗ କରିଛନ୍ତି । ଆସନ ବଦଳିଥିବା ସନାତନ ଓ ଅରବିନ୍ଦ ନିଜ ଆସନରେ ରହିଛନ୍ତି । ରାଜ୍ୟପାଳ ଡଃ ହରିବାବୁ କମ୍ଭାମପତିଙ୍କ…

Odisha Budget Session 2026: ରାଜ୍ୟପାଳଙ୍କ ଅଭିଭାଷଣ ସହିତ ଆରମ୍ଭ ହେଲା ବିଧାନସଭା ବଜେଟ ଅଧିବେଶନ

ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭା ବଜେଟ୍ ଅଧିବେଶନ । ରାଜ୍ୟପାଳ ଡ. ହରିବାବୁ କମ୍ଭମପତିଙ୍କ ଅଭିଭାଷଣରୁ ବିଧାନସଭା ଆରମ୍ଭ ହୋଇଛି । ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରି ଦିବଙ୍ଗତ ସଦସ୍ୟଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତ ରାଜ୍ୟପାଳ ।…

Mayurbhanj Mahotsav 2026: ରାଜଧାନୀରେ ରାଜ୍ୟପାଳଙ୍କ ଦ୍ୱାରା ମୟୂରଭଞ୍ଜ ଉତ୍ସବ ଉଦଘାଟିତ

ସଂସ୍କୃତି ଓ ବିକାଶ ପରସ୍ପର ବିରୋଧୀ ନୁହନ୍ତି ବରଂ ପରସ୍ପର ପରିପୂରକ ବୋଲି ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି କହିଛନ୍ତି I ଶୁକ୍ରବାର ଦିନ ମୟୁରଭଞ୍ଜ ସାଂସ୍କୃତିକ ସଂଘ ଆନୁକୂଲ୍ୟରେ ରାଜଧାନୀ ଭୁବନେଶ୍ୱରସ୍ଥିତ ଉତ୍କଳ ମଣ୍ଡପଠାରେ ଆୟୋଜିତ ତିନିଦିନିଆ ମୟୁରଭଞ୍ଜ…

ରାଜ୍ୟପାଳଙ୍କୁ ସମୟ ମାଗିଲେ ମୁଖ୍ୟମନ୍ତ୍ରୀ; ହୋଇପାରେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ

ସୋମ‌ବାର ସନ୍ଧ୍ୟାରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟିଙ୍କୁ ଭେଟିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୟ ମାଗିଥିବା ଅତ୍ୟନ୍ତ ନିର୍ଭରଯୋଗ୍ୟ ସୂତ୍ରରୁ ଜଣାପଡିଛି । ଏହି ସମୟରେ ଏଭଳି ସାକ୍ଷାତ ପାଇଁ ସମୟ ମାଗିବାକୁ ନେଇ ଅନେକ କଳ୍ପନା ଜଳ୍ପନା ମୁଣ୍ଡ…

ରାଜ୍ୟପାଳଙ୍କୁ ଓଡିଶା ଭିଜନ – ୨୦୩୬ ଓ ୨୦୪୭ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭାମପତି ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ତାଙ୍କ ବାସଭବନରେ ସୌଜନ୍ୟମୂଳକ ସାକ୍ଷାତ କରି ରାଜ୍ୟ ସରକାରଙ୍କ ପ୍ରଥମ ବର୍ଷର ସଫଳତା ଓ ଅନ୍ୟାନ୍ୟ ବିକାଶମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମାଝୀ…

ଓଡ଼ିଶାରେ ପହଞ୍ଚିଲେ ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି

ଭୁବନେଶ୍ୱରରେ ପହଞ୍ଚିଲେ ଓଡ଼ିଶାର ନୂଆ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି। ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଧାନ କରାଯାଇଛି। ଏହା ସହ ବିମାନବନ୍ଦରରେ ବରିଷ୍ଠ ଅଧିକାରୀଙ୍କ ସହ କଲେ ଆଲୋଚନାଏହାପରେ ରାଜଭବନ ଯାଇ ସେଠାରୁ ପୁରୀ…

ଜାନୁଆରୀ ୩ ରେ ରାଜ୍ୟପାଳ ଭାବେ ଶପଥ ନେବେ ଡକ୍ଟର ହରିବାବୁ କମ୍ଭମପତି

ଆସନ୍ତା କାଲି ଓଡିଶା ଆସିବେ ନୂଆ ରାଜ୍ୟପାଳ । ଓଡ଼ିଶାରେ ପହଞ୍ଚି ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ଏହାପରେ ଜାନୁଆରୀ ୩ତାରିଖରେ ଓଡିଶାର ୨୭ ତମ ରାଜ୍ୟପାଳ ଭାବେ ଶପଥ ନେବେ ଡକ୍ଟର ହରିବାବୁ କମ୍ଭମପତି । ଓଡ଼ିଶାର ରାଜ୍ୟପାଳ…