Tag: Hari Babu Kambhampati

ରାଜ୍ୟପାଳଙ୍କୁ ଓଡିଶା ଭିଜନ – ୨୦୩୬ ଓ ୨୦୪୭ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭାମପତି ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ତାଙ୍କ ବାସଭବନରେ ସୌଜନ୍ୟମୂଳକ ସାକ୍ଷାତ କରି ରାଜ୍ୟ ସରକାରଙ୍କ ପ୍ରଥମ ବର୍ଷର ସଫଳତା ଓ ଅନ୍ୟାନ୍ୟ ବିକାଶମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମାଝୀ…

ଓଡ଼ିଶାରେ ପହଞ୍ଚିଲେ ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି

ଭୁବନେଶ୍ୱରରେ ପହଞ୍ଚିଲେ ଓଡ଼ିଶାର ନୂଆ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି। ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଧାନ କରାଯାଇଛି। ଏହା ସହ ବିମାନବନ୍ଦରରେ ବରିଷ୍ଠ ଅଧିକାରୀଙ୍କ ସହ କଲେ ଆଲୋଚନାଏହାପରେ ରାଜଭବନ ଯାଇ ସେଠାରୁ ପୁରୀ…

ଜାନୁଆରୀ ୩ ରେ ରାଜ୍ୟପାଳ ଭାବେ ଶପଥ ନେବେ ଡକ୍ଟର ହରିବାବୁ କମ୍ଭମପତି

ଆସନ୍ତା କାଲି ଓଡିଶା ଆସିବେ ନୂଆ ରାଜ୍ୟପାଳ । ଓଡ଼ିଶାରେ ପହଞ୍ଚି ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ଏହାପରେ ଜାନୁଆରୀ ୩ତାରିଖରେ ଓଡିଶାର ୨୭ ତମ ରାଜ୍ୟପାଳ ଭାବେ ଶପଥ ନେବେ ଡକ୍ଟର ହରିବାବୁ କମ୍ଭମପତି । ଓଡ଼ିଶାର ରାଜ୍ୟପାଳ…