Tag: hashish oil

Police Seize Ganja In Koraput : ନିଶାମୁକ୍ତ ଓଡ଼ିଶା ଅଭିଯାନ; ୨୨୫ କୋଟି ଟଙ୍କାର ହାଶିଶ ତେଲ ଓ ୫ କୋଟି ଟଙ୍କାର ଗଞ୍ଜେଇ ଜବତ ହୋଇଛି

କୋରାପୁଟ ଜିଲ୍ଲାରେ ନିଶାଦ୍ରବ୍ୟ ବିରୋଧୀ ଅଭିଯାନରେ ବଡ଼ ସଫଳତା । ୨୨୫ କୋଟି ଟଙ୍କା ମୂଲ୍ୟର ହାଶିଶ ତେଲ ଓ ୫ କୋଟି ଟଙ୍କାର ଗଞ୍ଜେଇ ଜବତ ହୋଇଛି। ଓଡ଼ିଶା-ଆନ୍ଧ୍ରପ୍ରଦେଶ ସୀମା ନିକଟସ୍ଥ ପାଡୁଆ ଥାନା ଅଧୀନ ଝୋଲାପୁଟ ଜଙ୍ଗଲ ଅଞ୍ଚଳରେ…