ତାଜା ଖବର ରାଜ୍ୟ ଗୋପବନ୍ଧୁ ସାମ୍ବାଦିକ ସ୍ଵାସ୍ଥ୍ଯ ବୀମା ୨୦ ଲକ୍ଷକୁ ବୃଦ୍ଧି ସହ ବାପା-ମା’ଙ୍କୁ ସାମିଲ ଦାବି August 20, 2024 Subhasmita Nayak ବିଧାନସଭାରେ ସାମ୍ବାଦିକଙ୍କୁ ସୁରକ୍ଷା ଦେବା ପାଇଁ ଦାବି ଉଠାଇଛନ୍ତି କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି। ସାମ୍ବାଦିଙ୍କ ପାଇଁ ଉଦ୍ଦିଷ୍ଟ ଗୋପବନ୍ଧୁ ସାମ୍ବାଦିକ ସ୍ବାସ୍ଥ୍ୟ ବୀମା ରାଶି ୨୦ ଲକ୍ଷ ଟଙ୍କା କରିବା ସହ ଏଥିରେ ବାପା-ମା’ଙ୍କୁ ସାମିଲ କରିବାକୁ ଦାବି କରିଛନ୍ତି।…