Tag: Health Minister

ସୁଶାନ୍ତ ସିଂଙ୍କୁ ଭେଟିଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

ପୂର୍ବତନ ମନ୍ତ୍ରୀ ତଥା ବରଗଡ଼ ଜିଲ୍ଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସୁଶାନ୍ତ ସିଂଙ୍କୁ ଭେଟିଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଭୁବନେଶ୍ବରର ଘରୋଇ ହସ୍ପିଟାଲରେ ଅସୁସ୍ଥ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ଭେଟିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ । ସାକ୍ଷାତ…