Tag: Health Workers

Odisha Vigilance Traps Sambalpur Health Worker: ୭ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ସ୍ୱାସ୍ଥ୍ୟ କର୍ମୀ

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ସ୍ୱାସ୍ଥ୍ୟକର୍ମୀ । ମୃତ୍ୟୁ ପ୍ରମାଣପତ୍ର ପ୍ରସ୍ତୁତି ପାଇଁ ଫାଇଲ୍‌ ଆଗକୁ ବଢ଼ାଇବାକୁ ସେ ଜଣେ ଆବେଦନକାରୀଙ୍କଠାରୁ ୭ ହଜାର ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଜାଲରେ ଧରା ପଡିଛନ୍ତି ସମ୍ବଲପୁର ଜିଲ୍ଲା ଠେମରା…