Tag: Heat wave

୫୬ ଡିଗ୍ରୀ ସହ ନାଗପୁର ଦେଶର ସବୁଠାରୁ ଉତ୍ତପ୍ତ ସହର

ନୂଆଦିଲ୍ଲୀ : ଆଜି ନାଗପୁରରେ ୫୬ ଡିଗ୍ରୀ ଟପିଛି ପାରଦ । ଦୁଇ ଦିନ ତଳେ ଦେଶରେ ଦିଲ୍ଲୀ ସବୁଠୁ ଉତ୍ତପ୍ତ ସହର ଥିଲା ବେଳେ ଆଜି ନାଗପୁର ପାଲଟିଛି ସବୁଠୁ ଉତ୍ତପ୍ତ ସହର ।ରାସ୍ତାଘାଟ ଜନଶୂନ୍ୟ ହୋଇ ପଡିଛି ଅତି…

କଲବଲ କଲାଣି ଗୁଳୁଗୁଳି

ଭୁବନେଶ୍ୱର : ଦେଶର ସବୁଠି ଆକାଶରୁ ଖସୁଛି ନିଆଁ ଝୁଲ। ରେକର୍ଡ ପରେ ରେକର୍ଡ ଭାଙ୍ଗୁଛି ହିଟ୍ ୱେଭ୍। ରାଜ୍ୟରେ ପ୍ରବଳ ହିଟ୍ ୱେଭ୍ ସାଙ୍ଗକୁ ଗୁଳୁଗୁଳି ପ୍ରଭାବରେ ଜନଜୀବନ ଅସ୍ତଵ୍ୟସ୍ଥ ହୋଇପଡିଛି। ବିଶେଷ କରି ପଶ୍ଚିମ ଓଡ଼ିଶାରେ ଆକଷରୁ ନିଆଁ…

ଗୁଳୁଗୁଳିରେ ହନ୍ତସନ୍ତ ରାଜ୍ୟବାସୀ : ୨ଟା ୩୦ ସୁଦ୍ଧା ୪୬ ଟପିଲା ପାରଦ

ପୁଣି ଆଜି ରାଜ୍ୟରେ ଅସହ୍ୟ ତାତି। ପଶ୍ଚିମ ଓଡ଼ିଶାରେ ଅଗ୍ନିବର୍ଷା ହେଉଥିବା ବେଳେ ଉପକୂଳରେ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ,ସକାଳ ସାଢ଼େ ୫ଟାରେ ଭୁବନେଶ୍ୱର ତାପମାତ୍ରା ୩୧ ଡିଗ୍ରୀ ଥିବା ବେଳେ ଆର୍ଦ୍ରତା ୮୭%…

ରେକର୍ଡ ଭାଙ୍ଗିଲା ଦିଲ୍ଲୀର ତାପମାତ୍ରା : ୫୨.୩

ନୂଆଦିଲ୍ଲୀ : ରେକର୍ଡ ଭାଙ୍ଗିଲା ରାଜଧାନୀ ଦିଲ୍ଲୀର ତାପମାତ୍ରା । ଦିଲ୍ଲୀର ତାପମାତ୍ରା ଆଜି ୫୨.୩ ଡିଗ୍ରୀରେ ପହଞ୍ଚିଛି । ଗତ କିଛି ଦିନ ଧରି ଦିଲ୍ଲୀରେ ଅଗ୍ନି ବର୍ଷ ହେଉଛି ।ଉତ୍ତର ଭାରତରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି…

ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ବର : ଆସନ୍ତାକାଲିଠୁ ରାଜ୍ୟରେ ବନ୍ଦ ରହିବ ସମସ୍ତ ସ୍କୁଲ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆସନ୍ତାକାଲିଠୁ ୩ ଦିନ ଯାଏଁ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ବନ୍ଦ ରଖିବାକୁ ନିଷ୍ପତ୍ତି…

ଅଂଶୁଘାତ ମୁକାବିଲା ପାଇଁ ସରକାର ପ୍ରସ୍ତୁତ

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ କଲବଲ ହେଉଛନ୍ତି ରାଜ୍ୟବାସୀ। ସକାଳୁ ସକାଳୁ ତତଲା ପବନ ଯୋଗୁ ଘରୁ ବାହାରିବା କଷ୍ଟକର ହୋଇ ପଡ଼ୁଛି। ଏପରି ସ୍ଥିତିରେ ରାଜ୍ୟରେ ବଢିଛି ଅଂଶୁଘାତ ଆଶଙ୍କା। ତେବେ ଏହାର ମୁକାବିଲା ନିମନ୍ତେ ସରକାର ପ୍ରସ୍ତୁତ ଥିବା…