Tag: Heavy Rain

Flood Situation in Malkangiri: ଲଗାଣ ବର୍ଷାରେ ମାଲକାନଗିରିରେ ବନ୍ୟା ପରିସ୍ଥିତି; NH-326 ଯୋଗାଯୋଗ ପ୍ରଭାବିତ

ଲଘୁଚାପ କ୍ଷେତ୍ର ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ମାଲକାନଗିରି ଜିଲ୍ଲାର ସ୍ଥିତି ବେହାଲ ହୋଇପଡ଼ିଛି । ଜିଲ୍ଲାର ଅନେକ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବାବେଳେ ଜାତୀୟ ରାଜପଥ ୩୨୬ର କାଙ୍କରକୋଣ୍ଡା ଓ ପୋଟେରୁ ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଛି…

Heavy Rain in Odisha: ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା: ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ 

ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପୁଣି ବର୍ଷା ଆରମ୍ଭ ହୋଇଛି। ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ୩ଟି ଜିଲ୍ଲା ପାଇଁ…

Heavy Rain Alert: ପ୍ରବଳ ବର୍ଷା ଆଶଙ୍କା: କଳାହାଣ୍ଡି ଜିଲ୍ଲାରେ କାଲି ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ଘୋଷଣା

କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ଜିଲ୍ଲାର ସମସ୍ତ ବିଦ୍ୟାଳୟ ଏବଂ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ଛାତ୍ରଛାତ୍ରୀମାନଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ଏହି ପଦକ୍ଷେପ ନିଆଯାଇଛି। ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ…

Heavy Rain in Odisha: ବଙ୍ଗୋପସାଗରରେ ପୁଣି ଲଘୁଚାପ ସମ୍ଭାବନା: ୧୧ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ନେଇ ସୂଚନା

ରାଜ୍ୟରେ ପୁଣି ବର୍ଷା ସମ୍ଭାବନା। ଆସନ୍ତା ୧୧ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ପଶ୍ଚିମ-ମଧ୍ୟ ବଙ୍ଗୋପସାଗର ଏବଂ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ଏହା ସୃଷ୍ଟି ହେବାର ସମ୍ଭାବନା ଅଧିକ। ଏହା ଅଧିକ ଘନୀଭୂତ…

Heavy Rain Warning Issued for Odisha: ପୁଣି ଆସୁଛି ଆଉ ଏକ ଲଘୁଚାପ; ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ସପ୍ତାହରେ ଦକ୍ଷିଣ ଓଡ଼ିଶା ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳସ୍ଥ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ, ସେପ୍ଟେମ୍ବର ୯…

Mayurbhanj Receives Extremely Heavy Rain: ଓଡ଼ିଶାରେ ପ୍ରବଳ ବର୍ଷା: ମୟୂରଭଞ୍ଜର ବାଙ୍ଗିରିପୋଷିରେ ସର୍ବାଧିକ ୩୦୯ ମି.ମି.ରେକର୍ଡ

ବିଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଯାଇଛି। ଏଥିମଧ୍ୟରୁ ମୟୂରଭଞ୍ଜ ଜିଲ୍ଲା ସବୁଠାରୁ ଅଧିକ ପ୍ରଭାବିତ ହୋଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ମୟୂରଭଞ୍ଜ ଜିଲ୍ଲାର ବାଙ୍ଗିରିପୋଷିଠାରେ…

Heavy Rain Alert in Odisha: ଆଗାମୀ ୨ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପଶ୍ଚିମ ଓ ଉତ୍ତର ଓଡ଼ିଶା ପାଇଁ ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ବିଶେଷ ସତର୍କସୂଚନା…

Landslide on NH-520 in Keonjhar: ଲଗାଣ ବର୍ଷା ଯୋଗୁଁ NH-520 ଘାଟିରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁଁ ୫୨୦ ନମ୍ବର ଜାତୀୟ ରାଜପଥ ରୁଗୁଡ଼ି ଥାନା ଅନ୍ତର୍ଗତ ବାରବାଙ୍କ ଘାଟିରେ ଏକ ବଡ଼ ଧରଣର ଭୂସ୍ଖଳନ ଘଟିଛି। ଲଗାଣ ବର୍ଷା ଯୋଗୁଁ ପାହାଡ଼ର ଗୋଟିଏ ପାର୍ଶ୍ୱ ଧସିଯାଇ ମାଟି, ପଥର ଓ ଅବଶେଷ…

Heavy Rain Alert in Odisha: ଓଡ଼ିଶାରେ ଆହୁରି ସପ୍ତାହେ ପ୍ରବଳ ବର୍ଷା ସମ୍ଭାବନା; ରେଡ୍ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତାହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି। ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆଗାମୀ ଆଉ ଗୋଟିଏ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ ଏହିପରି ବର୍ଷା ଲାଗିରହିବ। ପ୍ରବଳରୁ…

Heavy Rain Alert: ଲଗାଣ ବର୍ଷା ପାଇଁ ଆସନ୍ତାକାଲି ନବରଙ୍ଗପୁରର ସମସ୍ତ ସ୍କୁଲ ଛୁଟି

ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ିର ପୂର୍ବାନୁମାନକୁ ଦୃଷ୍ଟିରେ ରଖି ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର, ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ସ୍କୁଲ ବନ୍ଦ ଘୋଷଣା କରାଯାଇଛି। ବର୍ଷା ଯୋଗୁଁ ଛାତ୍ରଛାତ୍ରୀମାନଙ୍କୁ ଯାତାୟାତରେ…