Tag: Heavy Rain Alert

Low Pressure Rain in Odisha: ଲଘୁଚାପ ବର୍ଷାରେ ଭିଜୁଛି ଓଡ଼ିଶା; ୫ ଟି ଜିଲ୍ଳାକୁ ରେଡ୍‌ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଲଘୁଚାପ ପ୍ରଭାବରେ ବର୍ଷାରେ ଭିଜୁଛି ଓଡ଼ିଶା। ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ସକ୍ରିୟ ଥିବା ସୁସ୍ପଷ୍ଟ ଲଘୁଚାପ ବର୍ତ୍ତମାନ ଅଧିକ ଘନୀଭୂତ ହେବାରେ ଲାଗିଛି ।…

Schools Closed in kandhamal: ଲଗାଣ ବର୍ଷା ଯୋଗୁଁ କନ୍ଧମାଳ ଜିଲ୍ଲାରେ ୨ ଦିନ ସ୍କୁଲ୍‌ ଛୁଟି ଘୋଷଣା

ରାଜ୍ୟରେ ଲାଗି ରହିଛି ବର୍ଷା। ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲ୍ଲାରେ ୨ ଦିନ ସ୍କୁଲ୍‌ ଛୁଟି ଘୋଷଣା ଜିଲ୍ଲପାଳ । ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍‌ ଛୁଟି ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ…

Heavy Rain Alert in Odisha: ଆଜି ରାଜ୍ୟରେ ଝଡ଼ବର୍ଷା ସମ୍ଭାବନା; ୬ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଆଗାମୀ କିଛି ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା, ଝଡ଼ବର୍ଷା, ବଜ୍ରପାତ ଏବଂ ଝଡ଼ ପବନ ହେବାର ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ୱାର୍ଣ୍ଣିଂ ଜାରି କରିଛି। ଆଜି ପାଇଁ ୬ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ…

Rain Alert Across in Odisha: ଆଜି କାଳବୈଶାଖୀ ବର୍ଷାରେ ଭିଜିବ ସାରା ଓଡ଼ିଶା; ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ରାଜ୍ୟରେ ଗତ କିଛିଦିନ ହେବ ନିୟମିତ କାଳବୈଶାଖୀ ପ୍ରଭାବରେ ବର୍ଷା, ପବନ, ଘଡ଼ଘଡ଼ି ଲାଗି ରହିଛି । ଆଜି ମଧ୍ୟ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଘଡ଼ଘଡ଼ି ବର୍ଷା ନେଇ ଉତ୍ତରରୁ…

Cyclone Montha: ଚିଲିକାରେ ଡଙ୍ଗା ଚଳାଚଳ ନିଷିଦ୍ଧ

ବାତ୍ୟା ପାଇଁ ଚିଲିକାରେ ଡଙ୍ଗା ଚଳାଚଳ ନିଷିଦ୍ଧ ହୋଇଛି। ସାମ୍ଭାବ୍ୟ ବାତ୍ୟା ମୋନ୍ଥା’ କୁ ଦୃଷ୍ଟି ରେ ରଖି ଆଜିଠାରୁ ୨୮ ତାରିଖ ପର୍ଯ୍ୟନ୍ତ ଚିଲିକା ଭିତରକୁ ଡଙ୍ଗା ଚଳାଚଳ ବନ୍ଦ କରାଯାଇଛି। ଯାତ୍ରୀବାହୀ ଡଙ୍ଗା ଓ ମାଛଧରା ଡଙ୍ଗା ଚଳାଚଳକୁ…

Rain Alert: ଦକ୍ଷିଣ ଓଡ଼ିଶାକୁ ବର୍ଷା ଆଲର୍ଟ

ଦକ୍ଷିଣ ଆନ୍ଧ୍ର ଓ ଉତ୍ତର ତାମିଲନାଡ଼ୁ ମୁହାଁ ୱେଲମାର୍କଡ ଲୋ-ପ୍ରେସର। ଆଜି ଦୁର୍ବଳ ହୋଇ ପୁଣି ଲଘୁଚାପରେ ପରିଣତ ହୋଇପାରେ । ତେବେ ଏହାର ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶାର ୧୧ ଜିଲ୍ଲାରେ ମଧ୍ୟମ ଧରଣ ବର୍ଷା ହେବା ନେଇ ପାଣିପାଗ…

ପ୍ରବଳ ବର୍ଷା ଯୋଗୁଁ ଆସନ୍ତାକାଲି ମାଲକାନଗିରି ଜିଲ୍ଲାର ସବୁ ସ୍କୁଲ୍ ଛୁଟି

ରାଜ୍ୟର ଅନେକ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହେଉଥିବା ବେଳେ ଆସନ୍ତାକାଲି ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମାଲକାନଗିରି ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ହେବା…