Tag: Heavy Rain

IMD Issues Red Warning for Odisha: ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା: ୨୪ ଘଣ୍ଟା ପାଇଁ ‘ରେଡ୍ ୱାର୍ଣ୍ଣିଂ’ ଜାରି କଲା IMD

ଅତିପ୍ରବଳ ବର୍ଷା ନେଇ ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି । ଭାରତୀୟ ପାଣିପାଗ ବିଭାଗ (IMD) ଆଗାମୀ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ବିଭିନ୍ନ ପ୍ରାନ୍ତରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରି ରାଜ୍ୟ ପାଇଁ ‘ରେଡ୍ ୱାର୍ଣ୍ଣିଂ’…

Heavy Rain in BBSR: ରାଜଧାନୀରେ ପ୍ରବଳ ବର୍ଷା: ଲଗାଣ ବର୍ଷାରୁ ବେହାଲ ଜନଜୀବନ

ରାଜ୍ୟରେ ଜାରି ରହିଛି ପ୍ରବଳ ବର୍ଷା । ଯାହା ଫଳରେ ବିଭିନ୍ନ ସ୍ଥାନରେ ସାଧାରଣ ଜନଜୀବନ ସମ୍ପୂର୍ଣ୍ଣ ବ୍ୟାହତ ହୋଇପଡ଼ିଛି। ଗତକାଲି ରାତିରୁ କ୍ରମାଗତ ଭାବେ ହେଉଥିବା ବର୍ଷା ଯୋଗୁଁ ଅନେକ ନିଚ୍ଛାଟିଆ ଓ ତଳିଆ ଅଞ୍ଚଳରେ ପାଣି ଜମି ରହିଛି।…

Heavy Rain Alert in Odisha: ଆଜିଠୁ ୫ ଦିନ ରାଜ୍ୟରେ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି

ଆଜିଠୁ ପୁଣି ବଢ଼ିବ ବର୍ଷାର ପରିମାଣ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ଥିବା ବେଳେ ଆଜି ସାରା ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ଆଜିଠୁ ୫ ଦିନ ପ୍ରବଳ ବର୍ଷା ନେଇ ସତର୍କ କଲା ପାଣିପାଗ…

Bay of Bengal Deep Depression: ସୃଷ୍ଟି ହେଲା ଗଭୀର ଅବପାତ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଗଭୀର ଅବପାତ । ଅବପାତ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେଲା । ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ । ବାଲେଶ୍ବରରୁ ୧୨୦ କି.ମି. ଦୂରରେ ରହିଛି ଅବପାତ। ଆଜି ଅପରାହ୍ନରେ…

Heavy Rain Alert in Odisha: ରାଜ୍ୟରେ ୨୪ ତାରିଖ ଯାଏ ବର୍ଷା ସମ୍ଭାବନା; ୟେଲୋ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ ଭାରତୀୟ ପାଣିପାଗ ବିଭାଗ ଜୁନ୍ ୨୪ ସୁଦ୍ଧା ବଙ୍ଗୋପସାଗର ଉପରେ ଏକ ନୂତନ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ବୋଲି ପୂର୍ବାନୁମାନ କରିଛି। ଏହା ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ଅନ୍ୟପଟେ…

Heavy Rain Alert in Odisha: ରାଜ୍ୟରେ ପ୍ରବଳ ବର୍ଷା ପ୍ରଭାବ; ସୁବର୍ଣ୍ଣପୁରରେ ସମସ୍ତ ସ୍କୁଲ୍‌ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି

ରାଜ୍ୟରେ ଜାରି ରହିଥିବା ବର୍ଷାକୁ ଦୃଷ୍ଟିରେ ରଖି ଆଜି ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ସ୍କୁଲ୍‌ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ବନ୍ଦ ଘୋଷଣା କଲେ ଜିଲ୍ଲାପାଳ । ଜିଲ୍ଲା ପ୍ରଶାସନ ପକ୍ଷରୁ ଅଭିଭାବକମାନଙ୍କୁ ମଧ୍ୟ…

Low Pressure Forms over Bay of Bengal: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଆହୁରି ସକ୍ରିୟ ହେବ ଲଘୁଚାପ । ସକ୍ରିୟ ହୋଇ…

Heavy Rain in Odisha: ରାଜ୍ୟରେ ଲାଗି ରହିଛି ବର୍ଷା; ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ସାରା ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିଛି ବର୍ଷା । ରାଜ୍ୟରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପୂର୍ଣ୍ଣ ମାତ୍ରାରେ ସକ୍ରିୟ ହୋଇଉଠିଛି । ଆଜି ସକାଳୁ ରାଜଧାନୀ ଭୁବନେଶ୍ୱର ସମେତ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ଦେଖିବାକୁ ମିଳିଛି ।…

Heavy Rain Warning in Odisha: ରଜରେ ଭିଜିବ ସାରା ଓଡି଼ଶା

ରଜରେ ଓଡି଼ଶା ଛୁଇଁବ ମୌସୁମୀ । ରାଜ୍ୟରେ ପ୍ରାକ୍‌ ମୌସୁମୀ ବର୍ଷା ସକ୍ରିୟ ହୋଇଥିବା ବେଳେ ଆଗାମୀ ୩ ଦିନ ଭିତରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବାର ସମ୍ଭାବନା ରହିଛି। ଏହାପରେ ତାପମାତ୍ରା ସାମାନ୍ୟ ଖସିବା ସହ ଅସହ୍ୟ ଗରମରୁ…