ତାଜା ଖବର ରାଜ୍ୟ Paddy Procurement in Odisha: ରାଜ୍ୟରୁ FCI ଉଠାଇଛି ମାତ୍ର ୮.୧୨ ଲକ୍ଷ ମେଟ୍ରିକ୍ ଟନ୍ ଚାଉଳ: ଯୋଗାଣ ମନ୍ତ୍ରୀ September 23, 2026 Papirani ଚଳିତ ଖରିଫ ଋତୁ ୨୦୨୫-୨୬ରେ ଓଡ଼ିଶାରୁ ଆବଶ୍ୟକୀୟ ଚାଉଳ ସଂଗ୍ରହ ପ୍ରକ୍ରିୟା ଜାରି ରହିଛି । ଗତ ସେପ୍ଟେମ୍ବର ୧୭ ତାରିଖ ସୁଦ୍ଧା ଭାରତୀୟ ଖାଦ୍ୟ ନିଗମ (FCI) ରାଜ୍ୟରୁ ମୋଟ ୮.୧୨ ଲକ୍ଷ ମେଟ୍ରିକ ଟନ୍ ଚାଉଳ ଗ୍ରହଣ କରିସାରିଛି…
ତାଜା ଖବର ରାଜ୍ୟ Heavy Rain Alert: ରାଜ୍ୟରେ ଗଭୀର ଅବପାତ ଜନିତ ବର୍ଷା ସମ୍ପର୍କରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ September 23, 2026 Papirani ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଜନିତ ବର୍ଷା ଓ ଏହାର ପ୍ରଭାବ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ସମୀକ୍ଷ କରିଛନ୍ତି। ଏହି ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ,…
ତାଜା ଖବର ରାଜ୍ୟ Odisha-AP Coast On Alert As Deep Depression: ଓଡ଼ିଶା ମୁହାଁ ଗଭୀର ଅବପାତ: ଆଜି ରାତିରେ ସ୍ଥଳଭାଗ ଅତିକ୍ରମ କରିବ September 23, 2026 Papirani ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଅଧିକ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେବା ସହ ଦ୍ରୁତ ଗତିରେ ସ୍ଥଳଭାଗ ଆଡ଼କୁ ଅଗ୍ରସର ହେଉଛି। ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ମଧ୍ୟବର୍ତ୍ତୀ ସମୁଦ୍ର ମଧ୍ୟରେ ସୃଷ୍ଟି ହୋଇଥିବା ଏହି ନିୟାମକ ପ୍ରଣାଳୀ ଆଜି…
ତାଜା ଖବର ରାଜ୍ୟ Heavy Rain Alert in Odisha: ୧୨ ଘଣ୍ଟାରେ ଗଭୀର ଅବପାତ: ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା September 22, 2026 Papirani ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଧୀରେ ଧୀରେ ଘନୀଭୂତ ହେବାରେ ଲାଗିଛି । ଗତ ୬ ଘଣ୍ଟାରେ ଏହା ୧୨ କିଲୋମିଟର ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ବର୍ତ୍ତମାନ ଏହି ଅବପାତ ଗୋପାଳପୁର ଓ ପୁରୀଠାରୁ ସମାନ ୨୩୦…
ତାଜା ଖବର ରାଜ୍ୟ No Cyclone Threat, Deep Depression to Intensify, Heavy Rain Likely in Southern Odisha: IMD DG September 21, 2026 Nirvay A low-pressure system over the Bay of Bengal is likely to intensify into a deep depression by September 22, bringing heavy to very heavy rainfall across several parts of Odisha,…
ତାଜା ଖବର ରାଜ୍ୟ Flood Situation in Malkangiri: ଲଗାଣ ବର୍ଷାରେ ମାଲକାନଗିରିରେ ବନ୍ୟା ପରିସ୍ଥିତି; NH-326 ଯୋଗାଯୋଗ ପ୍ରଭାବିତ September 12, 2026 Nirvay ଲଘୁଚାପ କ୍ଷେତ୍ର ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ମାଲକାନଗିରି ଜିଲ୍ଲାର ସ୍ଥିତି ବେହାଲ ହୋଇପଡ଼ିଛି । ଜିଲ୍ଲାର ଅନେକ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବାବେଳେ ଜାତୀୟ ରାଜପଥ ୩୨୬ର କାଙ୍କରକୋଣ୍ଡା ଓ ପୋଟେରୁ ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଛି…
ତାଜା ଖବର ରାଜ୍ୟ Heavy Rain in Odisha: ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା: ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ September 11, 2026 Papirani ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପୁଣି ବର୍ଷା ଆରମ୍ଭ ହୋଇଛି। ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ୩ଟି ଜିଲ୍ଲା ପାଇଁ…
ତାଜା ଖବର ରାଜ୍ୟ Heavy Rain Alert: ପ୍ରବଳ ବର୍ଷା ଆଶଙ୍କା: କଳାହାଣ୍ଡି ଜିଲ୍ଲାରେ କାଲି ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ଘୋଷଣା September 10, 2026 Papirani କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ଜିଲ୍ଲାର ସମସ୍ତ ବିଦ୍ୟାଳୟ ଏବଂ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ଛାତ୍ରଛାତ୍ରୀମାନଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ଏହି ପଦକ୍ଷେପ ନିଆଯାଇଛି। ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ…
ତାଜା ଖବର ରାଜ୍ୟ Heavy Rain in Odisha: ବଙ୍ଗୋପସାଗରରେ ପୁଣି ଲଘୁଚାପ ସମ୍ଭାବନା: ୧୧ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ନେଇ ସୂଚନା September 8, 2026 Papirani ରାଜ୍ୟରେ ପୁଣି ବର୍ଷା ସମ୍ଭାବନା। ଆସନ୍ତା ୧୧ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ପଶ୍ଚିମ-ମଧ୍ୟ ବଙ୍ଗୋପସାଗର ଏବଂ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ଏହା ସୃଷ୍ଟି ହେବାର ସମ୍ଭାବନା ଅଧିକ। ଏହା ଅଧିକ ଘନୀଭୂତ…
ତାଜା ଖବର ରାଜ୍ୟ Heavy Rain Warning Issued for Odisha: ପୁଣି ଆସୁଛି ଆଉ ଏକ ଲଘୁଚାପ; ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା September 4, 2026 Papirani ଆସନ୍ତା ସପ୍ତାହରେ ଦକ୍ଷିଣ ଓଡ଼ିଶା ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳସ୍ଥ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏ ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ, ସେପ୍ଟେମ୍ବର ୯…