ତାଜା ଖବର ରାଜ୍ୟ ଆସନ୍ତା ୩ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା: ୟେଲୋ ଆଲର୍ଟ ଜାରି June 23, 2024 Nirvay ଆସନ୍ତା ୩ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଆଲର୍ଟ ଜାରି କରାଯାଇଛି। ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷିବ। ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ଘଣ୍ଟା…