Tag: Heavy Rain

Mayurbhanj Receives Extremely Heavy Rain: ଓଡ଼ିଶାରେ ପ୍ରବଳ ବର୍ଷା: ମୟୂରଭଞ୍ଜର ବାଙ୍ଗିରିପୋଷିରେ ସର୍ବାଧିକ ୩୦୯ ମି.ମି.ରେକର୍ଡ

ବିଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଯାଇଛି। ଏଥିମଧ୍ୟରୁ ମୟୂରଭଞ୍ଜ ଜିଲ୍ଲା ସବୁଠାରୁ ଅଧିକ ପ୍ରଭାବିତ ହୋଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ମୟୂରଭଞ୍ଜ ଜିଲ୍ଲାର ବାଙ୍ଗିରିପୋଷିଠାରେ…

Heavy Rain Alert in Odisha: ଆଗାମୀ ୨ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପଶ୍ଚିମ ଓ ଉତ୍ତର ଓଡ଼ିଶା ପାଇଁ ଆଗାମୀ ଦୁଇ ଦିନ ପର୍ଯ୍ୟନ୍ତ ବିଶେଷ ସତର୍କସୂଚନା…

Landslide on NH-520 in Keonjhar: ଲଗାଣ ବର୍ଷା ଯୋଗୁଁ NH-520 ଘାଟିରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁଁ ୫୨୦ ନମ୍ବର ଜାତୀୟ ରାଜପଥ ରୁଗୁଡ଼ି ଥାନା ଅନ୍ତର୍ଗତ ବାରବାଙ୍କ ଘାଟିରେ ଏକ ବଡ଼ ଧରଣର ଭୂସ୍ଖଳନ ଘଟିଛି। ଲଗାଣ ବର୍ଷା ଯୋଗୁଁ ପାହାଡ଼ର ଗୋଟିଏ ପାର୍ଶ୍ୱ ଧସିଯାଇ ମାଟି, ପଥର ଓ ଅବଶେଷ…

Heavy Rain Alert in Odisha: ଓଡ଼ିଶାରେ ଆହୁରି ସପ୍ତାହେ ପ୍ରବଳ ବର୍ଷା ସମ୍ଭାବନା; ରେଡ୍ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତାହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି। ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆଗାମୀ ଆଉ ଗୋଟିଏ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ ଏହିପରି ବର୍ଷା ଲାଗିରହିବ। ପ୍ରବଳରୁ…

Heavy Rain Alert: ଲଗାଣ ବର୍ଷା ପାଇଁ ଆସନ୍ତାକାଲି ନବରଙ୍ଗପୁରର ସମସ୍ତ ସ୍କୁଲ ଛୁଟି

ନବରଙ୍ଗପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ିର ପୂର୍ବାନୁମାନକୁ ଦୃଷ୍ଟିରେ ରଖି ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର, ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ସ୍କୁଲ ବନ୍ଦ ଘୋଷଣା କରାଯାଇଛି। ବର୍ଷା ଯୋଗୁଁ ଛାତ୍ରଛାତ୍ରୀମାନଙ୍କୁ ଯାତାୟାତରେ…

Heavy Rainfall Alert Across Odisha: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି। ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ, ଆଜି ସକାଳ ୫ଟା ୩୦ ସମୟରେ ଉତ୍ତରବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।…

Heavy Rain Alert in Odisha: ଆସନ୍ତା ୧୩ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ: ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟରେ ବର୍ଷା ଜାରି ରହିଥିବା ବେଳେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତାହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଅଗଷ୍ଟ ୧୩ ତାରିଖ ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ (IMD) ସୂଚନା ଦେଇଛି। ବର୍ତ୍ତମାନ…

IMD Issues Red Warning for Odisha: ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା: ୨୪ ଘଣ୍ଟା ପାଇଁ ‘ରେଡ୍ ୱାର୍ଣ୍ଣିଂ’ ଜାରି କଲା IMD

ଅତିପ୍ରବଳ ବର୍ଷା ନେଇ ଓଡ଼ିଶାକୁ ରେଡ୍‌ ୱାର୍ଣ୍ଣିଂ ଜାରି । ଭାରତୀୟ ପାଣିପାଗ ବିଭାଗ (IMD) ଆଗାମୀ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ବିଭିନ୍ନ ପ୍ରାନ୍ତରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରି ରାଜ୍ୟ ପାଇଁ ‘ରେଡ୍ ୱାର୍ଣ୍ଣିଂ’…