Tag: Heavyrain

ରାଜ୍ୟରେ କାଳବୈଶାଖୀ; ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ । ଆଜି ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣଂ ଜାରି କରିଛି ପାଣିପାଗ ବିଭାଗ। ଏହା ସହ ଦୁଇ ଦିନ କାଳବୈଶାଖୀ ଲାଗି ରହିବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏହା ସହ କାଳବୈଶାଖୀ ବର୍ଷା…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ; ଆଜିଠୁ ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇପାରେ । ଗୋଟିଏ ପଶ୍ଚିମ କେନ୍ଦ୍ରୀୟ ସ୍ଥଳରେ ହୋଇଥିବା ବେଳେ ଅନ୍ୟଟି ମିଆମାର ଅଞ୍ଚଳରେ ସୃଷ୍ଟି ହୋଇଛି।ଏହି ଦୁଇ ଘୂର୍ଣ୍ଣବଳୟ ପ୍ରଭାବରେ ଓଡିଶାର ଆଜିଠୁ…

ଲଘୁଚାପ ପ୍ରଭାବରୁ ରାଜ୍ୟରେ ତିନିଦିନ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆସନ୍ତା ୨୦ ତାରିଖ ଯାଏଁ ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏଥିପାଇଁ ୧୪ ଜିଲ୍ଲାର ଜିଲ୍ଲାପାଳଙ୍କୁ ଆଲର୍ଟ କରିଛନ୍ତି…

ରାଜ୍ୟରେ ଆହୁରି ବର୍ଷିବ ବର୍ଷା, ୨୪ ଘଣ୍ଟାରେ ଆଉ ଏକ ଲଘୁଚାପ ସୃଷ୍ଟି

୨୪ ଘଣ୍ଟା ଭିତରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଥିବା ବେଳେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା। ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡିଶା ନିକଟ ସମୁଦ୍ରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ବେଳେ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି…