Tag: helicopter

ବାୟୁସେନା ହେଲିକପ୍ଟରର ଜରୁରୀ ଅବତରଣ

ରିଲିଫ ଯୋଗାଇବାକୁ ଯାଇଥିବା ବାୟୁସେନା ହେଲିକପ୍ଟର ଜରୁରୀ ଅବତରଣ କରିଛି। ୪ ଦିନ ଧରି ଆନ୍ଧ୍ରପ୍ରଦେଶର ବିଜୟୱାଡା ଓ ନିକଟବର୍ତ୍ତୀ ଅଞ୍ଚଳରେ ବନ୍ୟା ପ୍ରପୀଡିତଙ୍କୁ ରିଲିଫ ସାମଗ୍ରୀ ଯୋଗାଇବା ସହ ଲୋକଙ୍କ ଉଦ୍ଧାର କାର୍ଯ୍ୟରେ ଏହି ହେଲିକପ୍ଟର ଲାଗିଥିଲା। ତେବେ ଯାନ୍ତ୍ରିକ…

ଭିକେ ପାଣ୍ଡିଆନଙ୍କ ହେଲିକପ୍ଟର ଯାତ୍ରାର ଖର୍ଚ୍ଚକୁ ନେଇ ତଦନ୍ତ ଆରମ୍ଭ

ଭିକେ ପାଣ୍ଡିଆନଙ୍କ ହେଲିକ୍ୟାପ୍ଟରେ ରାଜ୍ୟର ବିଭିନ୍ନ ସ୍ଥାନ ଗସ୍ତରେ ହୋଇଥିବା ଖର୍ଚ୍ଚକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପରିବହନ ମନ୍ତ୍ରୀ ବିଭୁତି ଜେନା । ସେ କହିଛନ୍ତି ଭିକେ ପାଣ୍ଡିଆନଙ୍କ ଗସ୍ତରେ କୋଟି କୋଟି ଟଙ୍କା ହେଲିକପ୍ଟର ଖର୍ଚ୍ଚ ହୋଇଛି । ସେ…

ହେଲିକପ୍ଟର୍‌ ଦୁର୍ଘଟଣାରେ ଇରାନ ରାଷ୍ଟ୍ରପତିଙ୍କ ମୃତ୍ୟୁ

ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ହେଲିକପ୍ଟର ମୃତ୍ୟୁ ଘଟିଛି । ତାଙ୍କ ସହ ବୈଦେଶିକ ମନ୍ତ୍ରୀ ମଧ୍ୟ ପ୍ରାଣ ହରାଇଥିବା ସୂଚନା ମିଳିଛି। ଉଭୟଙ୍କ ମୃତ୍ୟୁ ହୋଇଥିବା ଏବଂ ହେଲିକପ୍ଟରର ଭଗ୍ନାବଶେଷ ମିଳିଛି ବୋଲି ଇରାନ ଗଣମାଧ୍ୟମ ଦାବି…