Tag: Helpline number

ଶିକ୍ଷାନୁଷ୍ଠାନରେ ଛାତ୍ରୀ ଓ ମହିଳା କର୍ମଚାରୀଙ୍କ ସୁରକ୍ଷା ପାଇଁ ସହାୟତା ନମ୍ବର ୧୮୧ ପ୍ରଦର୍ଶନ

ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ସମସ୍ତ ବିଶ୍ୱବିଦ୍ୟାଳୟ, ସରକାରୀ ମହାବିଦ୍ୟାଳୟ, ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ ଓ ବେସରକାରୀ ମହାବିଦ୍ୟାଳୟ କ୍ୟାମ୍ପସ ପରିସରରେ ରହିଥିବା ପ୍ରମୁଖ ସ୍ଥାନମାନଙ୍କରେ ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ କରିବାକୁ ସମସ୍ତ ରେଜିଷ୍ଟାର ଓ ଅଧ୍ୟକ୍ଷମାନଙ୍କୁ ଉଚ୍ଚଶିକ୍ଷା…

ଓଡ଼ିଶା ବନ୍ଦ; ହେଲ୍‌ପ ଲାଇନ ନମ୍ବର ଜାରି କଲା କମିଶନରେଟ୍ ପୋଲିସ

ଓଡ଼ିଶା ବନ୍ଦ ଯୋଗୁଁ ରାଜ୍ୟରେ ଯାତାୟାତ ବ୍ୟବସ୍ଥା ବିଶେଷ ଭାବେ ପ୍ରଭାବିତ ହୋଇଥିବାବେଳେ ସାଧାରଣ ଲୋକଙ୍କୁ ଅସୁବିଧା ଭୋଗିବାକୁ ପଡ଼ିଛି । ଲୋକଙ୍କ ସମୟକୁ ଦୃଷ୍ଟିରେ ରଖି କମିଶନରେଟ୍ ପୋଲିସ ହେଲ୍‌ପ ଲାଇନ ନମ୍ବର ଜାରି କରିଛି । କୌଣସି ଅସୁବିଧାର…

ମଙ୍ଗୁଳି ନିକଟ ନିର୍ଗୁଣ୍ଡିରେ କାମାକ୍ଷା ଏକ୍ସପ୍ରେସ ଲାଇନ୍‌ଚ୍ୟୁତ ଘଟଣା: ଜାରି ହେଲା ହେଲ୍ପଲାଇନ୍ ନମ୍ବର

ମଙ୍ଗୁଳି ଷ୍ଟେସନ ନିକଟ ନିର୍ଗୁଣ୍ଡିରେ କାମାକ୍ଷା ଏକ୍ସପ୍ରେସର ୧୧ଟି ବଗି ଲାଇନ୍‌ଚ୍ୟୁତ ପରେ ଜାରି ହେଲା ହେଲ୍ପଲାଇନ୍ ନମ୍ବର । ଇଷ୍ଟକୋଷ୍ଟ ରେଲୱେ ପକ୍ଷରୁ ହେଲ୍ପଲାଇନ୍ ନମ୍ବର ଜାରି ହୋଇଛି । ଜାରି ହୋଇଥିବା ହେଲ୍ପଲାଇନ୍ ନମ୍ବର ହେଲା:- -କଟକ ପାଇଁ…

‘ଦାନା’ ମୁକାବିଲା ପାଇଁ ୧୪ ଜିଲ୍ଲାର କଣ୍ଟ୍ରୋଲ ରୁମ୍ ସହ ଜରୁରୀକାଳୀନ ହେଲ୍ପଲାଇନ ନମ୍ବର ଜାରି

ଓଡ଼ିଶା ମୁହାଁ ବାତ୍ୟା ଦାନା । ଭିତରକନିକା-ଧାମରା ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ସାଇକ୍ଲୋନ୍। ଆଜି ରାତି ଓ ୨୫ ସକାଳେ ସ୍ଥଳଭାଗ ଅତିକ୍ରମ କରିବ ବାତ୍ୟା। ଭୀଷଣ ବାତ୍ୟା ଭାବରେ ଉପକୂଳ ଅତିକ୍ରମ କରିବ ‘ଦାନା’। ଲ୍ୟାଣ୍ଡଫଲ୍ ବେଳେ ପବନ ବେଗ…

ବିଜେପିର ପକ୍ଷରୁ ଜାରି ହେଲା ବାତ୍ୟା ହେଲ୍ପ ଲାଇନ୍ ନମ୍ବର 

ବିଜେପି ପକ୍ଷରୁ ଜାରି ହେଲା ବାତ୍ୟା ପାଇଁ ହେଲ୍ପ ଲାଇନ୍ ନଂ । ଏନେଇ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ହେଲ୍ପ ଲାଇନ୍ ନଂ ହେଲା ୦୬୭୪-୨୩୯୩୯୮୪ । ହେଲ୍ପ ଲାଇନ୍ ନଂ ଜାରି କରିବା…