Tag: Hemant Soren

ଇସ୍ତଫା ଦେଲେ ଚମ୍ପାଇ ସୋରେନ: ହେମନ୍ତ ହେବେ ମୁଖ୍ୟମନ୍ତ୍ରୀ

ଝାଡ଼ଖଣ୍ଡରେ ଦେଖାଦେଇଛି ରାଜନୈତିକ ଉଷ୍ଣତା। ଜମି ଦୁର୍ନୀତି ମାମଲାରେ ଜାମିନରେ ଆସିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବା ନେଇ ଚର୍ଚ୍ଚା ହେଉଥିବା ବେଳେ ସବୁ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ ଇସ୍ତଫା ଦେଇଛନ୍ତି।…

ହେମନ୍ତ ସୋରେନଙ୍କୁ ମିଳିଲା ଜାମିନ୍‌

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ମିଳିଲା ଜାମିନ୍ । ହେମନ୍ତଙ୍କୁ ଜାମିନ ପ୍ରଦାନ କରିଛନ୍ତି ଝାଡଖଣ୍ଡ ହାଇକୋର୍ଟ । ଜମି ଦୁର୍ନୀତି ସହ ଜଡିତ ମନିଲଣ୍ଡରିଂ ମାମଲାରେ ଝାଡଖଣ୍ଡ ହାଇକୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଜମି ଦୁର୍ନୀତି ମାମଲାରେ…

ହେମନ୍ତ ସୋରେନଙ୍କ ଜାମିନ ଆବେଦନ ଖାରଜ କଲେ ସୁପ୍ରିମକୋର୍ଟ

ଝାଡ଼ଖଣ୍ଡ : ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ପୁଣି ଥରେ ସୁପ୍ରିମକୋର୍ଟଙ୍କ ଠାରୁ ପୁଣି ଥରେ ମିଳିଛି ଏକ ବଡ଼ ଝଟକା । ସୋରେନଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନ ଆବେଦନ ଉପରେ ବିଚାର କରିବାକୁ କୋର୍ଟ…

ହେମନ୍ତଙ୍କୁ ସୁପ୍ରିମକୋର୍ଟରୁ ଧକ୍କା; ପଢନ୍ତୁ ପୁରା ଖବର

ନୂଆଦିଲ୍ଲୀ: ଜେଏମଏମ ନେତା ହେମନ୍ତ ସୋରେନଙ୍କ ଗିରଫଦାରୀ ମାମଲାକୁ ନେଇ ବଡ ଖବର ସାମ୍ନାକୁ ଆସିଛି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବିରୋଧରେ ଚ୍ୟାଲେଞ୍ଜ ଆବେଦନକୁ ସର୍ବୋଚ୍ଚ ଅଦାଲତ ମନା କରିବା ସହିତ ଝାଡ଼ଖଣ୍ଡ ହାଇକୋର୍ଟରେ ଆବେଦନ କରିବାକୁ ପରାମର୍ଶ ଦେଇଛନ୍ତି । ଜମି…

ହେମନ୍ତ ସୋରେନ ଦେଲେ ଇସ୍ତଫା, ଚମ୍ପଇ ସୋରେନ ହେବେ ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ

ରାଞ୍ଚି : ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ହେମନ୍ତ ସୋରେନ । ଇଡି ଟିମର ୬ ଘଣ୍ଟା ପଚରାଉଚରା ପରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ସିଧା ରାଜଭବନରେ ପହଞ୍ଚି ନିଜ ଇସ୍ତଫା ପ୍ରଦାନ କରିଛନ୍ତି । ରାଜ୍ୟପାଳ ତାଙ୍କ ଇସ୍ତଫା…

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ଘରେ ରେଡ

ରାଞ୍ଚି: ହେମନ୍ତ ସୋରେନଙ୍କ ଘରେ ED ଚଢ଼ାଉ। ସୂଚନା ଅନୁଯାୟୀ,ଚଢ଼ାଉ ବେଳେ ଉପସ୍ଥିତ ନଥିଲେ ସୋରେନ। ଦିଲ୍ଲୀ ବାସଭବନରେ ହେମନ୍ତଙ୍କ ୨ BMW ଗାଡ଼ି ଜବତ କରିଛି ED। BMW ସହ ୩୬ଲକ୍ଷ ଟଙ୍କା ଜବତ କଲା ED।କିନ୍ତୁ ଦୁଇ ଦିନ…

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଘରେ ଇଡି ଟିମ୍

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଘରେ ଇଡି ଟିମ୍। ସୂଚନା ଅନୁଯାୟୀ ହେମନ୍ତ ସୋରେନଙ୍କ ଦିଲ୍ଳୀ ବାସଭବନରେ ଇଡି ଟିମ୍‌। ମନି ଲଣ୍ଡରିଂ ମାମଲାରେ ସୋରେନଙ୍କୁ ଇଡିର ପଚରାଉଚରା।୯ ଥର ସମନ ସତ୍ତ୍ୱେ ଇଡିରେ ହାଜର ହୋଇ ନଥିଲେ ହେମନ୍ତ। ଝାଡ଼ଖଣ୍ଡ…