ତାଜା ଖବର ରାଜ୍ୟ Puri Development Projects: ବିଶ୍ୱସ୍ତରୀୟ ହେବ ଶ୍ରୀକ୍ଷେତ୍ର; ବିଭିନ୍ନ ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ October 12, 2026 Papirani ଲୋକସେବା ଭବନଠାରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ପୁରୀ ଜିଲ୍ଲାର ବିଭିନ୍ନ ବିକାଶମୂଳକ ଓ ଭିତ୍ତିଭୂମି ପ୍ରକଳ୍ପଗୁଡ଼ିକର ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ପୁରୀକୁ ଏକ ବିଶ୍ୱସ୍ତରୀୟ ଐତିହ୍ୟ ଓ ପର୍ଯ୍ୟଟନ ସହର ଭାବେ ଗଢ଼ିତୋଳିବା…