Tag: Highcourt

୧୫ ଶିକ୍ଷକଙ୍କ ବଦଳି ପାଇଁ ସାଂସଦ ଓ ବିଧାୟକଙ୍କ ସୁପାରିସ୍ ପ୍ରସଙ୍ଗ: ସରକାରଙ୍କୁ ହାଇକୋର୍ଟଙ୍କ ନୋଟିସ୍‌

୧୫ ଶିକ୍ଷକଙ୍କ ବଦଳି ପାଇଁ ସାଂସଦ ଓ ବିଧାୟକଙ୍କ ସୁପାରିସ୍ ପ୍ରସଙ୍ଗ । ରାଜ୍ୟ ସରକାରଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ । ଆବେଦନକାରୀ ଶିକ୍ଷକଙ୍କ ବଦଳି ନିର୍ଦ୍ଦେଶ ଉପରେ ହାଇକୋର୍ଟ ଅନ୍ତରୀଣ ରହିତାଦେଶ ଦେଇଛନ୍ତି । ୪ ସପ୍ତାହ ପରେ…

ରାସ୍ତାରେ ଘୁଷୁଡି ଘୁଷୁଡ଼ି ୮୦ ବର୍ଷୀୟ ବୃଦ୍ଧ ଭତ୍ତା ଆଣିବାକୁ ଯିବା ଘଟଣା: ହସ୍ତକ୍ଷେପ କଲେ ହାଇକୋର୍ଟ

ରାସ୍ତାରେ ଘୁଷୁଡି ଘୁଷୁଡ଼ି ଭତ୍ତା ଆଣିବାକୁ ପଞ୍ଚାୟତ କାର୍ଯ୍ୟାଳୟକୁ ୮୦ ବର୍ଷୀୟ ବୃଦ୍ଧ ଯିବା ଖବର ପ୍ରସାରଣ ପରେ ହସ୍ତକ୍ଷେପ କରିଛନ୍ତି ମାନ୍ୟବର ଉଚ୍ଚ ଅଦାଲତ । ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ କେନ୍ଦ୍ରାପଡ଼ା କୋର ଗାଁରେ ପହଁଚିଛି ପ୍ରଶାସନ । ଜିଲ୍ଲା…

ଶ୍ରୀଜଗନ୍ନାଥ ମନ୍ଦିର ସମ୍ପତ୍ତି ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ କଡ଼ାକଡ଼ି ହେବ ପାଳନ: ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ

ଶ୍ରୀଜଗନ୍ନାଥ ମନ୍ଦିର ସମ୍ପତ୍ତି ହସ୍ତାନ୍ତର ମାମଲାରେ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି ହାଇକୋର୍ଟ । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଭୂସମ୍ପତ୍ତି ସମ୍ପର୍କିତ ଏକ ମାମଲାରେ ଶ୍ରୀମନ୍ଦିର ପ୍ରଶାସନ ସପକ୍ଷରେ ରାୟ ଦେଇଛନ୍ତି ହାଇକୋର୍ଟ । ଶ୍ରୀଜଗନ୍ନାଥ ମନ୍ଦିର ସମ୍ପିତ୍ତିର ବିକ୍ରି, ଲିଜ୍ ବା…

ହାଇକୋର୍ଟରେ ଆପାର୍ଟମେଣ୍ଟ ପଞ୍ଜୀକରଣ ମାମଲା; ଜବାବ ଦାଖଲ ପାଇଁ ସମୟ ନେଲେ ରାଜ୍ୟ ସରକାର

ହାଇକୋର୍ଟରେ ଆପାର୍ଟମେଣ୍ଟ ପଞ୍ଜୀକରଣ ମାମଲା । ଜବାବ ଦାଖଲ ପାଇଁ ସମୟ ନେଲେ ରାଜ୍ୟ ସରକାର । ଏହାପରେ ଅନ୍ତରୀଣ ନିର୍ଦ୍ଦେଶକୁ ବଳବତ୍ତର ରଖିଛନ୍ତି ହାଇକୋର୍ଟ । ଫେବ୍ରୁଆରୀ ୧୭ ପୂର୍ବରୁ ନିର୍ମିତ ଆପାର୍ଟମେଣ୍ଟ ପଞ୍ଜୀରକଣ ପାଇଁ ହୋଇଥିଲା ବିଜ୍ଞପ୍ତି ।…

ଆଇଏଏସ୍‌ ବିଷ୍ଣୁପଦଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର ରଖିଲେ ହାଇକୋର୍ଟ

ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଘରେ ରେଡ ପ୍ରସଙ୍ଗରେ ବିଷ୍ଣୁପଦଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର ରହିଛି । ଆଇଏଏସ ବିଷ୍ଣୁପଦ ସେଠୀଙ୍କ ସୁରକ୍ଷା ବଳବତ୍ତର ରଖିଲେ ହାଇକୋର୍ଟ । ୧୮ ତାରିଖରେ ହେବ ଏହି ମାମଲାର ପରବର୍ତ୍ତୀ ଶୁଣାଣି । ସୂଚନାଯୋଗ୍ୟ, ବ୍ରିଜ୍…

ରାଜ୍ୟ ମହିଳା କମିଶନରଙ୍କ ପଦଚ୍ୟୁତ ମାମଲା ରେ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନୋଟିସ

ଗତ କିଛି ଦିନ ପୂର୍ବେ ଓଡିଶା ମହିଳା କମିଶନର ଙ୍କୁ ରାଜ୍ୟ ସରକାର ପଦଚ୍ୟୁତ କରିଥିଲେ | ଆଜି ରାଜ୍ୟ ମହିଳା କମିଶନକୁ ଭାଙ୍ଗି ଅଧ୍ଯକ୍ଷା ଓ ସଦସ୍ଯାଙ୍କୁ ବରଖାସ୍ତ କରିବା ପ୍ରସଙ୍ଗରେ ରାଜ୍ଯ ସରକାରଙ୍କୁ ହାଇକୋର୍ଟଙ୍କ ନୋଟିସ ଜାରି କରିଛନ୍ତି…

ଲୋକସଭା ନିର୍ବାଚନ ଅନିୟମିତତା ଅଭିଯୋଗ; ଧର୍ମେନ୍ଦ୍ର ପ୍ରଧାନଙ୍କୁ ହାଇକୋର୍ଟ ନୋଟିସ୍

ଚାଳିତ ବର୍ଷ ସମ୍ବଲପୁର ଲୋକସଭା ନିର୍ବାଚନ ଅନିୟମିତତା ଅଭିଯୋଗ ମାମଲାରେ ସମ୍ବଲପୁର ସାଂସଦ ତଥା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନୋଟିସ୍ ଜାରି କରିଛନ୍ତି ହାଇକୋର୍ଟ ।ସ୍ବାଧୀନ ପ୍ରାର୍ଥୀ ସୁବାସ ମହାପାତ୍ରଙ୍କ ଆବେଦନ ଆଧାରରେ ନୋଟିସ୍ ଦିଆଯାଇଥିବା ସୂଚନା । ତ୍ରୁଟିପୂର୍ଣ୍ଣ…

ଝାରସୁଗୁଡା ବିଧାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍ 

ଝାରସୁଗୁଡା ବିଧାୟକ ଟଙ୍କଧର ତ୍ରିପାଠୀଙ୍କୁ ହାଇକୋର୍ଟରେ ନୋଟିସ । ସେପ୍ଟେମ୍ବର ୨୩ରେ କୋର୍ଟରେ ହାଜର ହେବାକୁ ଦିଆଗଲା ନିର୍ଦ୍ଦେଶ । ନିର୍ବାଚନ ପୂର୍ବରୁ ସତ୍ୟପାଠରେ ଅପରାଧିକ ମାମଲା ଲୁଚାଇଥିବା ନେଇ ଅଭିଯୋଗରେ ହାଇକୋର୍ଟର ଦ୍ବାରସ୍ଥ ହୋଇଥିଲେ ଦୀପାଳି ଦାସ । ସୂଚନା…

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ପୂର୍ବତନ ବିଧାୟିକା ଦୀପାଳି ଦାସ

ଗତକାଲି ଝାରସୁଗୁଡ଼ା ବିଧାନସଭା ନିର୍ବାଚନ ଫଳାଫଳକୁ ଚ୍ୟାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ପୂର୍ବତନ ବିଧାୟିକା ଦୀପାଳି ଦାସ । ଝାରସୁଗୁଡ଼ା ବିଧାନସଭା ନିର୍ବାଚନକୁ ନେଇ ପିଟିସନ ଦାଖଲ କଲେ ପୂର୍ବତନ ବିଧାୟିକା ଦୀପାଳି ଦାସ । ବିଧାୟକ ଟଙ୍କଧର ତ୍ରିପାଠୀଙ୍କ…

ଓଡ଼ିଶା ହାଇକୋର୍ଟରେଥିବା ବିଚାରପତି ଏବେ ହେବେ ଝାଡ଼ଖଣ୍ଡ ହାଇକୋର୍ଟ ମୁଖ୍ୟ ବିଚାରପତି

ଜଷ୍ଟିସ୍ ବିଦ୍ୟୁତ୍ ରଞ୍ଜନ ଷଡ଼ଙ୍ଗୀ ହେଲେ ଝାଡ଼ଖଣ୍ଡ ହାଇକୋର୍ଟ ମୁଖ୍ୟ ବିଚାରପତି । ଏବେ ଓଡ଼ିଶା ହାଇକୋର୍ଟର ବିଚାରପତି ଅଛନ୍ତି ଡକ୍ଟର ଜଷ୍ଟିସ୍ ଷଡ଼ଙ୍ଗୀ । ଜଷ୍ଟିସ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ଘର ନୟାଗଡ଼ ଓଡ଼ଗାଁରେ ହୋଇଥିବା ବେଳେ ଭୁବନେଶ୍ବର ବିଜେବିରୁ…