ତାଜା ଖବର ରାଜନୀତି ରାଜ୍ୟ Odisha Higher Education Crisis: ଉଚ୍ଚ ଶିକ୍ଷାନୁଷ୍ଠାନରେ ଖାଲି ପଡ଼ିଛି ୮୦ ହଜାର ସିଟ୍: ଉଚ୍ଚଶିକ୍ଷା ମନ୍ତ୍ରୀ November 27, 2026 Papirani ରାଜ୍ୟର ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକରେ ଛାତ୍ରଛାତ୍ରୀଙ୍କ ଡ୍ରପଆଉଟ ଏବଂ ଖାଲି ପଡ଼ିଥିବା ସିଟ୍ ସଂଖ୍ୟାକୁ ନେଇ ଚିନ୍ତା ବଢ଼ିଛି। ବିଧାନସଭାରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ଏକ ଲିଖିତ ଉତ୍ତରରୁ ଏହି ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ମନ୍ତ୍ରୀଙ୍କ…