ତାଜା ଖବର ରାଜ୍ୟ Odisha Minister Reviews Highway Projects: ଜାତୀୟ ରାଜପଥ ପ୍ରାଧିକରଣ ଏବଂ ରାଜପଥ ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ November 11, 2026 Nirvay ରାଜ୍ୟ ତଥା ଦେଶର ସାମାଜିକ-ଅର୍ଥନୈତିକ ଅଭିବୃଦ୍ଧିରେ ଜାତୀୟ ରାଜପଥ ଓ ରାଜ୍ୟ ରାଜପଥଗୁଡ଼ିକର ପ୍ରମୁଖ ଭୂମିକା ରହିଛି । ଏହି ଦୃଷ୍ଟିରୁ ଭାରତ ସରକାରଙ୍କ ଜାତୀୟ ରାଜପଥ ପ୍ରାଧିକରଣ ଏବଂ ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟରେ ନିର୍ମାଣ…