Tag: Hirakud Dam

Hirakud Dam Gates to Open on July 9: ୯ରେ ଖୋଲିବ ହୀରାକୁଦ ଡ୍ୟାମ୍‌ ଗେଟ୍‌

୯ରେ ଖୋଲିବ ହୀରାକୁଦ ଡ୍ୟାମ୍‌ ଗେଟ୍‌ । ଲଗାଣ ବର୍ଷା ପ୍ରଭାବରେ ଓଡ଼ିଶାର ବିଭିନ୍ନ ନଦୀରେ ଜଳସ୍ତର ବଢ଼ୁଛି। ଉପର ମୁଣ୍ଡରେ ବର୍ଷା ଯୋଗୁଁ ଜଳସ୍ତର ବଢ଼ୁଥିବାରୁ ହୀରାକୁଦ ଜଳଭଣ୍ଡାରକୁ ବ୍ୟାପକ ପରିମାଣରେ ଜଳ ପ୍ରବେଶ କରୁଛି। ଏହାକୁ ଦୃଷ୍ଟିରେ ରଖି…

ସର୍ବୋଚ୍ଚ ସ୍ତର ଛୁଇଁଲା ହୀରାକୁଦ ଜଳସ୍ତର

ଶୀର୍ଷ ସ୍ତରକୁ ଛୁଇଁଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର । ହୀରାକୁଦର ଜଳସ୍ତର ସର୍ବୋଚ୍ଚ ଜଳଧାରଣ କ୍ଷମତା ୬୩୦ ଫୁଟ୍‌ ଛୁଇଁଲା । ୧ଲକ୍ଷ ୨ହଜାର ୨୨୬ କ୍ୟୁସେକ ଜଳ ନିଷ୍କାସନ ହେଉଥିବା ବେଳେ ସମାନ ପରିମାଣରେ ଜଳ ଡ୍ୟାମକୁ ପ୍ରବେଶ କରୁଛି…

ଖୋଲିଲା ହୀରାକୁଦ ଡ୍ୟାମ୍ ଗେଟ୍

ଖୋଲିଲା ହୀରାକୁଦ ଡ୍ୟାମ୍ ଗେଟ୍ । ହୀରାକୁଦରୁ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ । ଆଜି ଦିନ ୧୦ଟା ୨୧ ମିନିଟ୍ ସମୟରୁ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଛି । ପୂଜାର୍ଚ୍ଚନା ପରେ ପ୍ରଥମେ ୭…

୬ ତାରିଖରେ ଖୋଲିବ ହୀରାକୁଦ ଗେଟ୍

ଆସନ୍ତା ୬ ତାରିଖରେ ଖୋଲିବ ହୀରାକୁଦ ଗେଟ୍ । ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର । ଉପର ମୁଣ୍ଡରେ ପ୍ରବଳ ବର୍ଷା ହେଉନଥିବାରୁ ଚଳିତ ବର୍ଷ ଶୀଘ୍ର ଗେଟ୍ ଖୋଲିବ । ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ହେବ। ପୂଜାର୍ଚ୍ଚନା…

ଆସନ୍ତା ୬ ତାରିଖରେ ଖୋଲିବ ହୀରାକୁଦ ଗେଟ୍

ଆସନ୍ତା ୬ ତାରିଖରେ ଖୋଲିବ ହୀରାକୁଦ ଗେଟ୍ । ଗେଟ୍ ଖୋଲାଯାଇ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ । ଏନେଇ ଡ୍ୟାମ୍ ମୁଖ୍ୟ ଯନ୍ତ୍ରୀ ସୁଶୀଲ କୁମାର ବେହେରା ସୂଚନା ଦେଇଛନ୍ତି । ଜୁଲାଇ ୬ ତାରିଖ ଦିନ…

ଖୋଲିବ ହୀରାକୁଦର ଆଉ ୬ ଗେଟ୍‌

ଲଗାଣ ବର୍ଷା ଯୋଗୁଁ ଜଳସ୍ତର ବଢ଼ୁଥିବାରୁ ହୀରାକୁଦ ଡ୍ୟାମର ଆଉ ୬ଟି ଗେଟ୍‌ ଖୋଲିବ। ଅପରାହ୍ନ ୧ଟା ବେଳେ ୬ଟି ଗେଟ୍‌ ଖୋଲିବ। ଏ ନେଇ ସୂଚନା ଦେଲେ ହୀରାକୁଦ ମୁଖ୍ୟଯନ୍ତ୍ରୀ । ସତର୍କ ଘଣ୍ଟି ବାଜିଲା। ପୂର୍ବାହ୍ନ ୧୨ଟା ସୁଦ୍ଧା…

ହୀରାକୁଦ ଜଳଭଣ୍ଡାରର ଖୋଲାଯାଇଛି ୧୪ଟି ଗେଟ୍

ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। । ଉପରେ ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦର ଜଳସ୍ତର ବଢିବାରେ ଲାଗିଛି । ସେଥିପାଇଁ ହୀରାକୁଦ ଜଳଭଣ୍ଡାରର ୧୪ଟି ଗେଟ୍ ଖୋଲାହୋଇଛି । ବାମ ପଟୁ ୯ଟି ଓ ଡାହାଣ ପଟୁ ୫ଟି ଗେଟ୍…

ହୀରାକୁଦ ନିଷିଦ୍ଧାଞ୍ଚଳରେ ଉଡ଼ିଲା ଡ୍ରୋନ୍: ଭିଡିଓ ଭାଇରାଲ

ସୋସିଆଲ ମିଡିଆରେ ଅପରେସନ ଗ୍ୟାଲେରୀର ଏକ ଭିଡିଓ ଭାଇରାଲ୍ ହେଉଛି । ଯେଉଁଥିରେ ହୀରାକୁଦ ଡ୍ୟାମ୍‌ର ନିଷିଧାଞ୍ଚଳରେ ଡ୍ରୋନ୍ ଉଡ଼ିବା ଦେଖାଯାଇଛି । ହୀରାକୁଦରେ ଗେଟ୍ ଖୋଲିବା ସମୟର ଭିଡିଓ ମଧ୍ୟ ସୋସିଆଲ ମିଡିଆରେ ଘୁରିବୁଲୁଛି । ଏଭଳି ହେବା କଥା…

ଫୁଲୁଛି ମହାନଦୀ: ୭ ଜିଲ୍ଲାକୁ ସତର୍କ ସୂଚନା

ଫୁଲୁଛି ମହାନଦୀ। ହୀରାକୁଦ ଡ୍ୟାମରୁ ଗେଟ୍ ଖୋଲିବା ପରେ ମହାନଦୀରେ ଜଳସ୍ତର ବଢୁଛି। ରବିବାରଠାରୁ ୨୦ଟି ଗେଟ୍ ଦେଇ ହୀରାକୁଦ ଡ୍ୟାମରୁ ଜଳ ନିଷ୍କାସନ ହେଉଛି। ବର୍ତ୍ତମାନ ହୀରାକୁଦ ଡ୍ୟାମ୍‌ର ଜଳ ପତ୍ତନ ୬୧୮ ଫୁଟ୍ ରହିଛି। ଛତିଶଗଡ ପଟେ ପ୍ରବଳ…