ତାଜା ଖବର ରାଜ୍ୟ ମୁଣ୍ଡଳି ପହଞ୍ଚିଲା ହୀରାକୁଦ ପାଣି September 26, 2025 Papirani ମହାନଦୀ ଦେଇ ମୁଣ୍ଡଳିରେ ପହଞ୍ଚିଲା ହୀରାକୁଦ ବନ୍ୟା ଜଳ । ସକାଳ ୭ଟା ସୁଦ୍ଧା ୫ ଲକ୍ଷ ୩୦ ହଜାର ୬୨୯ କ୍ୟୁସେକ୍ ଜଳ ପ୍ରବାହିତ ହୋଇଛି । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦର ୨୦ଟି ଗେଟ୍ ଖୋଲାଯାଇଛି ।…