Tag: holiday

Diwali Holidays: ୨୦ରେ ହୋଇପାରେ ଦୀପାବଳି ଛୁଟି

ଆସନ୍ତା ୨୦ ତାରିଖରେ ଦୀପାବଳି। ସେହି ଦିନ ଦୀପଦାନ ଏବଂ ପୟା ଶ୍ରାଦ୍ଧ ପାଳିବାକୁ ମୁକ୍ତିମଣ୍ଡପ ପଣ୍ଡିତ ସଭା ପକ୍ଷରୁ କୁହାଯାଇଥିବା ବେଳେ ଆସନ୍ତା ୨୦ ତାରିଖ ସୋମବାର ହୋଇପାରେ ଦୀପାବଳି ଛୁଟି । ସରକାର ୨୧ ତାରିଖ ପରିବର୍ତ୍ତେ ୨୦…

ସାବିତ୍ରୀ ଅମାବାସ୍ୟା ଛୁଟି ତାରିଖ ପରିବର୍ତ୍ତନ; ମେ ୨୭ ପରିବର୍ତ୍ତେ ହେବ ୨୬ ତାରିଖରେ ଛୁଟି

ମେ’୨୬ରେ ସାବିତ୍ରୀ ଅମାବାସ୍ୟା ଛୁଟି ନେଇ ଘୋଷଣା ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ମେ ୨୭ ତାରିଖ ପରିବର୍ତ୍ତେ ମେ ୨୬ ତାରିଖରେ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ…

ଭଗବାନ ବିର୍ସା ମୁଣ୍ଡା ଜୟନ୍ତୀ ଉପଲକ୍ଷେ ନଭେମ୍ବର ୧୬ ମୟୂରଭଞ୍ଜ ଜିଲ୍ଲା ପାଇଁ ଆଞ୍ଚଳିକ ଛୁଟି ଘୋଷଣା

ଭଗବାନ ବିର୍ସା ମୁଣ୍ଡା ଜୟନ୍ତୀ ଉପଲକ୍ଷେ ମୟୂରଭଞ୍ଜ ଜିଲ୍ଲା ପାଇଁ ଆଞ୍ଚଳିକ ଛୁଟି ଘୋଷଣା କଲେ କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତ। ନଭେମ୍ବର ୧୬ ତାରିଖ ଶନିବାର ଆଞ୍ଚଳିକ ଛୁଟି ଘୋଷଣା ନିମନ୍ତେ କେନ୍ଦ୍ରାଞ୍ଚଳ ରାଜସ୍ୱ ଆୟୁକ୍ତଙ୍କ ଦ୍ୱାରା ଜାରି ହୋଇଛି ବିଜ୍ଞପ୍ତି…