Tag: hospitalised

Uma Bharti ill: ବରିଷ୍ଠ ବିଜେପି ନେତ୍ରୀ ଉମା ଭାରତୀ ଅସୁସ୍ଥ

ବରିଷ୍ଠ ବିଜେପି ନେତ୍ରୀ ଉମା ଭାରତୀ ଅସୁସ୍ଥ । ହରିଦ୍ୱାରରୁ ଦିଲ୍ଲୀ ଯିବା ବେଳେ ହଠାତ୍‌ ଅସୁସ୍ଥ ହୋଇପଡିଛନ୍ତି ଉମା ଭାରତୀ । ତାଙ୍କ କାରକେଡକୁ ଅଟକାଯାଇ ସ୍ବାସ୍ଥ୍ୟ ଯାଞ୍ଚ କରାଯାଇଥିଲା । ଏହା ପରେ ସେଠାରୁ ତାଙ୍କ ଦିଲ୍ଲୀ ପଠାଯାଇଥିଲା।…

Sharad Pawar Hospitalised: ବିଗିଡ଼ିଲା ଶରଦ ପାୱାରଙ୍କ ସ୍ୱାସ୍ଥ୍ୟାବସ୍ଥା , ହସ୍ପିଟାଲକୁ ସ୍ଥାନାନ୍ତରିତ

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶରଦ ପାୱାରଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ। ପୁଣେର ରୁବୀ ହୋଲ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗଳାରେ ସଂକ୍ରମଣ କାରଣରୁ ତାଙ୍କୁ ମେଡ଼ିକାଲରେ ଭର୍ତ୍ତି ହୋଇଥିବା ଜଣପାଡ଼ିଛି । ବର୍ତ୍ତମାନ ସେ ଡାକ୍ତରଙ୍କ ତତ୍ତ୍ୱାବଧାନରେ ଚିକିତ୍ସାଧୀନ ଅଛନ୍ତି। ହସ୍ପିଟାଲରେ ତାଙ୍କ…

ବିଶିଷ୍ଟ ଓଲିଉଡ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର ଅସୁସ୍ଥ

ଓଲିଉଡର ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର ଅସୁସ୍ଥ । ତାଙ୍କୁ କଟକ ସିଡିଏ ସ୍ଥିତ ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ତାଙ୍କର ଚିକିତ୍ସା ଜାରି ରହିଥିବା ସୂଚନା ମିଳିଛି । ସେ ଅନେକ ଦିନରୁ ଲିଭର୍…

ଭାରତର କୁସ୍ତିଯୋଦ୍ଧା ବିନେଶ ଫୋଗଟ ଅସୁସ୍ଥ; ହସ୍ପିଟାଲରେ ଭର୍ତ୍ତି 

ପ୍ୟାରିସ ଅଲିମ୍ପିକ୍ସରେ ଭାରତର କୁସ୍ତିଯୋଦ୍ଧା ବିନେଶ ଫୋଗଟଙ୍କୁ ଧାର୍ଯ୍ୟ ସୀମାଠାରୁ ମାତ୍ର ୧୦୦ ଗ୍ରାମ ଅଧିକ ଓଜନ ହେଇଥିବାରୁ ତାଙ୍କୁ ଆଜି ଫାଇନାଲ ମ୍ୟାଚ ପୂର୍ବରୁ ଅଯୋଗ୍ୟ ଘୋଷଣା କରାଯାଇଛି। ଏହାପରେ ସେ ମୁଣ୍ଡ ବୁଲାଇବା ସହ ଚେତାଶୂନ୍ୟ ହୋଇପଡ଼ିବାରୁ ହସ୍ପିଟାଲରେ…