Tag: hospitalized

Suresh Pujari Stable: ସୁସ୍ଥ ଅଛନ୍ତି ସୁରେଶ ପୂଜାରୀ; ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ଗଲେ ଦିଲ୍ଲୀ

ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ମନ୍ତ୍ରୀ ସୁରେଶ ପୂଜାରୀ । ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଅସୁସ୍ଥ । ଅଧିକ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ମନ୍ତ୍ରୀ ସୁରେଶ ପୂଜାରୀ । ହୃଦରୋଗ…

Padmini Dian Hospitalized: ଭୋଜି ଖାଇ ପୂର୍ବତନ ବିଧାୟିକା ପଦ୍ମିନୀ ଦିଆନଙ୍କ ସମେତ ୩ ଗୁରୁତର, ଜଣେ ମୃତ

ପୂର୍ବତନ ମନ୍ତ୍ରୀ ତଥା କୋରାପୁଟ ଜିଲ୍ଲା କୋଟପାଡ଼ର ପୂର୍ବତନ ବିଧାୟିକା ପଦ୍ମିନୀ ଦିଆନ ଗୁରୁତର ହୋଇଛନ୍ତି । ତାଙ୍କ ସହିତ ୩ ଜଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଅଛି । ଏହା ସହ ତାଙ୍କର ଜଣେ ସମ୍ପର୍କୀୟଙ୍କର ମୃତ୍ୟୁ ଘଟିଛି ।…

ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ଅସୁସ୍ଥ; ଘରୋଇ ହସପିଟାଲରେ ଭର୍ତ୍ତି

ବଲିଉଡ୍ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ଅସୁସ୍ଥ। କଟକ ସିଡିଏର ଏକ ଘରୋଇ ହସ୍‌ପିଟାଲରେ ଭର୍ତ୍ତି । ଫୁସ୍‌ଫୁସ୍‌ ସଂକ୍ରମଣଜନିତ ସମସ୍ୟା ନେଇ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିବା ସୂଚନା । ତେବେ ଏବେ ବୁଦ୍ଧାଦିତ୍ୟଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା । ସୂଚନା…

ଆମ୍ବ ଟାକୁଆ ଖାଇ ୨ ମୃତ ଓ ୬ ଗୁରୁତର ; ଯାଞ୍ଚ ପାଇଁ ଗାଁକୁ ସ୍ବାସ୍ଥ୍ୟ ଟିମ୍‌

କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡି ବ୍ରାହ୍ମଣୀଗାଁ ଥାନା ଅନ୍ତର୍ଗତ ଗଦାପୁର ପଞ୍ଚାୟତର ମାଣ୍ଡିପଙ୍କା ଗାଁରେ ଏକ ଅଘଟଣ ଘଟିଯାଇଛି । ଆମ୍ବ ଟାକୁଆ ଯାଉ ଖାଇ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୬ ଜଣ ଗୁରୁତର ହୋଇଥିବା ଅଭିଯୋଗ ହୋଇଛି…