ତାଜା ଖବର ରାଜ୍ୟ Cuttack Census: ଫେବ୍ରୁଆରୀ ୧୫ରୁ କଟକ ଜିଲ୍ଲାରେ ଆରମ୍ଭ ହେବ ଘର ଗଣନା February 5, 2026 Papirani ଓଡ଼ିଶାର କଟକ ଜିଲ୍ଲାରେ ୨୦୨୭ ଜନଗଣନା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଫେବ୍ରୁଆରୀ ୧୫ରୁ କଟକ ଜିଲ୍ଲାରେ ଆରମ୍ଭ ହେବ ଘର ଗଣନା। ଏନେଇ ସୂଚନା ଦେଇଛନ୍ତି କଟକ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଓସାହେବ ସିନ୍ଧେ। ଜିଲ୍ଲାପାଳ କହିଛନ୍ତି ଏଥର ଜନଗଣନା…