Tag: Human sagar Death Case

Humane Sagar Death Case: କଣ୍ଠଶିଳ୍ପୀ ହୁମାନ ସାଗର ମୃତ୍ୟୁ ମାମଲା; ଅର୍ପିତା ଓ ସୋମେଶଙ୍କୁ ଅନ୍ତରୀଣ ସୁରକ୍ଷା

କଣ୍ଠଶିଳ୍ପୀ ହୁମାନ ସାଗର ମୃତ୍ୟୁ ମାମଲାରେ ଅର୍ପିତା ଓ ସୋମେଶଙ୍କୁ ଦିଆଗଲା ଅନ୍ତରୀଣ ସୁରକ୍ଷା । ହାଇକୋର୍ଟ ଦେଲେ ଅନ୍ତରୀଣ ସୁରକ୍ଷା । ଆଗୁଆ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ମାମଲାର ଶୁଣାଣି କରି ଅନ୍ତରୀଣ ସୁରକ୍ଷା ଦେଲେ…