ରାଜ୍ୟ କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇଏଏସ ଆଶିଷ ଠାକରେ June 3, 2025 Nirvay କେନ୍ଦ୍ରୀୟ ଡେପୁଟେସନରେ ଗଲେ ଓଡ଼ିଶା କ୍ୟାଡରର ୨୦୧୧ ମସିହାର ଆଇଏଏସ ଅଧିକାରୀ ଆଶିଷ ଠାକରେ । ତାଙ୍କୁ କେନ୍ଦ୍ରୀୟ କର୍ମଚାରୀ ଯୋଜନା ଅଧୀନରେ ପାଞ୍ଚ ବର୍ଷ ପାଇଁ ଦିଲ୍ଲୀର ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ନିର୍ଦ୍ଦେଶକ ଭାବରେ ନିଯୁକ୍ତି ଦିଆଯାଇଛି । ଏହି…