Tag: IAS officer

Orissa High Court Contempt Case: ଅଦାଲତ ଅବମାନନା ମାମଲାରୁ ମୁକ୍ତି ପାଇଲେ IAS ଉଷା ପାଢ଼ୀ

ଅଦାଲତ ଅବମାନନା ମାମଲାରୁ ମୁକ୍ତି ପାଇଲେ ଆଇଏଏସ୍‌ ଉଷା ପାଢ଼ୀ । ହାଇକୋର୍ଟରେ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କଲେ ଉଷା ପାଢ଼ୀ । ଏହାସହିତ ହାଇକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶ ପାଳନ କରିଥିବା ରିପୋର୍ଟ ମଧ୍ୟ ଦାଖଲ କରିଛନ୍ତି। ନିର୍ଦ୍ଦେଶ ପାଳନ ହୋଇଥିବାରୁ…

Odisha’s New Chief Secretary Anu Garg: ଅନୁ ଗର୍ଗ ନୂଆ ମୁଖ୍ୟ ଶାସନ ସଚିବ

ନୂଆ ମୁଖ୍ୟ ଶାସନ ସଚିବ ହେଲେ ଅନୁ ଗର୍ଗ । ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେବେ ଅନୁ ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଲା । ଆସନ୍ତା ୩୧ରେ…

କେନ୍ଦ୍ରୀୟ ଡେପୁଟେସନରେ ଗଲେ ୨ ଆଇଏସ ଅଧିକାରୀ

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଦୁଇ ଆଇଏଏସ୍ ଅଧିକାରୀ ସମର୍ଥ ବର୍ମା ଏବଂ ସ୍ଵାଧା ଦେବ ସିଂ । ୨୦୧୧ ବ୍ୟାଚ ଓଡ଼ିଶା କ୍ୟାଡର ଆଇଏଏସ ଅଧିକାରୀ ସମର୍ଥ ବର୍ମାଙ୍କୁ ସିପିଂ ଓ ଜଳପଥ ନିର୍ଦ୍ଦେଶକ ଭାବେ ଭାବରେ ନିଯୁକ୍ତି ଦିଆଯାଇଛି ।…

ଆଇଏଏସ୍‌ ବିଷ୍ଣୁପଦ ସେଠୀଙ୍କୁ ଆଶ୍ୱସ୍ତି; ବଢିଲା ଅନ୍ତରୀଣ ସୁରକ୍ଷା

ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ମିଳିଲା ଆଶ୍ୱସ୍ତି । ତାଙ୍କ ଅନ୍ତରୀଣ ଜାମିନ ଅବଧି ବୃଦ୍ଧି । ଜୁଲାଇ ୧୮ ତାରିଖ ଯାଏଁ ଅନ୍ତରୀଣ ସୁରକ୍ଷାକୁ ବଳବତ୍ତର ରଖିଛନ୍ତି ହାଇକୋର୍ଟ। ଏହି ଅବଧି ମଧ୍ୟରେ ସେମାନଙ୍କ ବିରୁଦ୍ଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରିବ…

ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ବଢ଼ିଲା ଅଡ଼ୁଆ; ହାଇକୋର୍ଟରେ ଆବେଦନ ଖାରଜ

ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ବଢ଼ିଲା ଅଡ଼ୁଆ । ହାଇକୋର୍ଟରେ ବିଷ୍ଣୁପଦଙ୍କ ଆବେଦନ ଖାରଜ । ଓଡ଼ିଶା ବ୍ରିଜ୍ ଆଣ୍ଡ୍ ରୁଫ୍ କର୍ପୋରେସନର ୧୦ ଲକ୍ଷ ଟଙ୍କା ଲାଞ୍ଚ ଅଭିଯୋଗ ମାମଲାରେ ବିଷ୍ଣୁପଦଙ୍କ ଘରେ ସିବିଆଇ ରେଡ୍ କରିଥିଲା । ସିବିଆଇ ରେଡ୍‌କୁ…

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଧୀମାନ ଚକମା

ହାଇକୋର୍ଟ ଗଲେ ଧର୍ମଗଡ଼ର ପୂର୍ବତନ ଉପଜିଲ୍ଲାପାଳ ଧୀମନ୍ ଚକ୍‌ମା । ଜାମିନ୍ ପାଇଁ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଛନ୍ତି ଧୀମାନ୍ ଚକ୍‌ମା। ଭିଜିଲାନ୍ସ କୋର୍ଟରେ ଜାମିନ ନାମଞ୍ଜୁର ପରେ ସେ ହାଇକୋର୍ଟଙ୍କ ଦ୍ଵାରସ୍ଥ ହୋଇଛନ୍ତି। ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ…

କେନ୍ଦ୍ରୀୟ ଡେପୁଟେସନରେ ଯିବେ ନିକୁଞ୍ଜ ଧଳ

କେନ୍ଦ୍ରୀୟ ଡେପୁଟେସନରେ ଯିବେ ୧୯୯୩ ବ୍ୟାଚ୍‌ର ଆଇଏଏସ୍ ନିକୁଞ୍ଜ ଧଳ । ଆଜି ଆଇଏଏସ୍ ସ୍ତରରେ ହୋଇଛି ବଡ଼ ଅଦଳବଦଳ । ଓଡ଼ିଶା କ୍ୟାଡ଼ରର ୩ ଜଣ ଆଇଏଏସ୍‌ଙ୍କୁ ନୂଆ ନିଯୁକ୍ତି ମିଳିଛି । ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ସଚିବ ଭାବେ…

ରାଜ୍ୟରେ ଆଇଏଏସ୍ ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ

ରାଜ୍ୟରେ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ) ସ୍ତରରେ ଏକ ଛୋଟ ଧରଣର ଅଦଳବଦଳ । ଆଜି ଏନେଇ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଡିଟିଇଟି ନିର୍ଦ୍ଦେଶକ ଥିବା ୨୦୧୧ ବ୍ୟାଚର ସମର୍ଥ ବର୍ମାଙ୍କୁ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି ।…

ଚାଷୀ ମିଲରଙ୍କ ଭିତରେ ସରକାର ମୁଣ୍ଡ ନ ପୁରେଇବା ପାଇଁ କହୁଛନ୍ତି ଆଇଏଏସ୍ ଅଫିସର: ଯୋଗାଣ ମନ୍ତ୍ରୀ

କଟନୀ ଛଟନୀ ନେଇ ଆଜି ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ ଦେଇ କହିଛନ୍ତି ମନ୍ତ୍ରୀଙ୍କ ବାଟ ଓଗାଳୁଛନ୍ତି ଅଫିସର। ଆଇଏଏସ୍ ଅଫିସର କହୁଛନ୍ତି ଚାଷୀ ମିଲରଙ୍କ ଭିତରେ ମୁଣ୍ଡ ପୁରାନ୍ତୁନି ସରକାର । କୃଷକ ମିଲରଙ୍କ ମଧ୍ୟରେ କଟନୀ ଛଟନୀ…

ଡେପୁଟେସନ ରୁ ଓଡିଶା ଫେରିବେ IAS ସଂଜୀବ ମିଶ୍ର

ଆଇଏଏସ୍ ଅଧିକାରୀ ସଞ୍ଜୀବ କୁମାର ମିଶ୍ରଙ୍କୁ ଓଡ଼ିଶା କ୍ୟାଡର କୁ ଫେରାଇ ଆଣିବାକୁ କେନ୍ଦ୍ର ସରକାର ମଞ୍ଜୁରୀ ଦେଇଛନ୍ତି। ତାଲିମ ବିଭାଗ ପକ୍ଷରୁ ମଙ୍ଗଳବାର ଜାରି ଏକ ସରକାରୀ ଆଦେଶରେ କୁହାଯାଇଛି ଯେ ଓଡ଼ିଶା ସରକାରଙ୍କ ଅନୁରୋଧ କ୍ରମେ କ୍ୟାବିନେଟ ନିଯୁକ୍ତି…