ତାଜା ଖବର ରାଜ୍ୟ କ୍ୟାପିଟାଲ ହସ୍ପିଟାଲର ଆଇସିୟୁ ବେଡ୍ ସଂଖ୍ୟା ୪୦ ହେବ November 20, 2024 Papi Jena କ୍ୟାପିଟାଲ ହସ୍ପିଟାଲର ଆଇସିୟୁ ବେଡ୍ ସଂଖ୍ୟା ୧୬ରୁ ୪୦କୁ ବଢ଼ିବ । କ୍ୟାପିଟାଲ ହସ୍ପିଟାଲ ରୋଗୀ କଲ୍ୟାଣ ସମିତି ଅଧ୍ଯକ୍ଷା ତଥା ଭୁବନେଶ୍ଵର ସାଂସଦ ଅପରାଜିତା ଷଡ଼ଙ୍ଗୀ ଏହି ସୂଚନା ଦେଇଛନ୍ତି। ଏବେ କ୍ୟାପିଟାଲ ହସପିଟାଲରେ ୧୬ଟି ଆଇସିୟୁ ବେଡ୍ ରହିଛି।…