Tag: IIC Transfer

Sundargarh Group Clash: ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ: ବଦଳିଲେ IIC

ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣାରେ ବଦଳିଲେ IIC। ସୁନ୍ଦରଗଡ଼ ଟାଉନ ଥାନା ଅଧିକାରୀ ପ୍ରୀତି ମଞ୍ଜରୀ ମେଣ୍ଡୁଲିଙ୍କୁ ବଦଳି କରାଯାଇଛି। ଜିଲ୍ଲା ପୋଲିସ ମୁଖ୍ୟାଳୟକୁ ବଦଳି କଲେ ଏସ୍‌ପି । ସୁନ୍ଦରଗଡ଼ ଜିଲ୍ଲା ଟାଉନ ଥାନା ଅନ୍ତର୍ଗତ ରିଜେଣ୍ଟ ବଜାରରେ ଗୋଷ୍ଠୀ…