Tag: IIT Bombay

ତୁର୍କୀର ସମସ୍ତ ବିଶ୍ବବିଦ୍ୟାଳୟ ସହ ଚୁକ୍ତି ବାତିଲ୍ କଲା ଆଇଆଇଟି ବମ୍ବେ

ତୁର୍କୀର ସମସ୍ତ ବିଶ୍ବବିଦ୍ୟାଳୟ ସହ ସଂପର୍କ ଛିନ୍ନ କରିଛି ଆଇଆଇଟି ବମ୍ବେ । ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ ଆଇଆଇଟି ବମ୍ବେ ଏନେଇ ବଡ଼ ନିଷ୍ପତ୍ତି ନେଇଛି । ତୁର୍କୀର ସମସ୍ତ ବିଶ୍ବବିଦ୍ୟାଳୟ ସହ ହୋଇଥିବା ଚୁକ୍ତି ବାତିଲ୍ କଲା । ଆଇଆଇଟି…