ତାଜା ଖବର ରାଜ୍ୟ ଚଳିତ ବର୍ଷ ୧୮୧୧୧ ଏକରରୁ ଅଧିକ ଗଞ୍ଜେଇ ଚାଷ ନଷ୍ଟ କରିଛି ଓଡ଼ିଶା ପୁଲିସ December 3, 2025 Papirani ବେଆଇନ ଗଞ୍ଜେଇ ଚାଷ ରୋକିବାରେ ଓଡ଼ିଶା ପୋଲିସ ନିରନ୍ତର ଉଦ୍ୟମ କରିବା ସହିତ ଚଢାଉ ଅଭିଯାନ ଜାରି ରଖିଛି । ସ୍ଵତନ୍ତ୍ର ଯୋଜନା, ନୂତନ କୌଶଳ, ଡ୍ରୋନ ଏବଂ ସାଟେଲାଇଟ ଦ୍ଵାରା ଗଞ୍ଜେଇ ଚାଷ ଜମି ଠାବ କରିବା ସହ ଗୁଇନ୍ଦା…