Tag: IMD

Delhi Fog: ଘନ କୁହୁଡ଼ି ପାଇଁ ଦିଲ୍ଲୀରେ ଆଜି ପୁଣି ୧୦୦ରୁ ଅଧିକ ବିମାନ ବାତିଲ

ଦେଶର ରାଜଧାନୀ ଦିଲ୍ଲୀରେ ଘନ କୁହୁଡ଼ି ପାଇଁ ଆଜି ପୁଣି ୧୦୦ରୁ ଅଧିକ ବିମାନ ବାତିଲ ହୋଇଛି । ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଆନ୍ତର୍ଜାତୀୟ (ଆଇଜିଆଇ) ବିମାନବନ୍ଦରରେ ବିମାନ ସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି । ଶନିବାର ଦିନ ସକାଳେ…

Cold Wave Grips Odisha: ସାରା ରାଜ୍ୟରେ ଶୀତ ଲହରୀ; ଏକାଧିକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ସାରା ରାଜ୍ୟରେ ଭୟଙ୍କର ଶୀତ, ହାଡ଼ଭଙ୍ଗା ଜାଡ଼ରେ ଥରୁଛି ସାରା ଓଡ଼ିଶା । ୧୦ ଡିଗ୍ରୀ ତଳେ ଆଭ୍ୟନ୍ତରୀଣ ଓଡ଼ିଶାର ତାପମାତ୍ରା । ଶୀତ ଲହରି ଜାରି ରହିବା ଆଶଙ୍କାରେ ଏକାଧିକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଜାରି…

Cold Wave: ରାଜ୍ୟରେ ବଢୁଛି ଶୀତ; ରାଜଧାନୀରେ ୧୫ ଡିଗ୍ରୀ ତଳକୁ ଖସିଲା ପାରଦ

ପୁଣି ରାଜଧାନୀରେ ୧୫ ଡିଗ୍ରୀ ତଳକୁ ଖସିଲା ପାରଦ । ଦିନକୁ ଦିନ ରାଜ୍ୟରେ ଖସୁଛି ପାରଦ । ସାରା ରାଜ୍ୟରେ ତାପମାତ୍ରା ବହୁତ ହ୍ରାସ ପାଇଛି। ଏହାରି ମଧ୍ୟରେ ୨୧ ଟି ସ୍ଥାନରେ ପାରଦ ୧୫ ଡିଗ୍ରୀ ସେଲସିୟସ ତଳେ…

Cyclone Montha Update: ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ

ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁସାରେ ଆଗାମୀ ସମ୍ଭାବ୍ୟ ବାତ୍ୟା ଜନିତ ବର୍ଷାକୁ ଦୃଷ୍ଟିରେ ରଖି ଏକ ବୈଠକରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ସ୍ଥିତି ସମୀକ୍ଷା କରିଛନ୍ତି । ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ହୋଇଥିବା ଗୁରୁତ୍ୱପୂର୍ଣ୍ଣ ବୈଠକରେ ବିଭାଗୀୟ…

Cyclone Alert: ଅକ୍ଟୋବରରେ ଆସୁଛି ଦୁଇଟି ବାତ୍ୟା!

ଅକ୍ଟୋବର ଆସିଲେ ଓଡ଼ିଶାକୁ ମାଡ଼ି ଆସେ ବାତ୍ୟା ଭୟ । କାରଣ ଅକ୍ଟୋବର ମାସରେ ୧୯୯୯ ମହାବାତ୍ୟାରୁ ଆଜି ଯାଏଁ ଏକାଧିକ ପ୍ରଳୟଙ୍କରୀ ବାତ୍ୟା ଓଡ଼ିଶାକୁ ପ୍ରଭାବିତ କରିଛି । ବଙ୍ଗୋପସାଗରରେ ଏହି ଅକ୍ଟୋବରରେ ଦୁଇଟି ବାତ୍ୟା ସୃଷ୍ଟି ସମ୍ଭାବନା ଥିବା…

ବର୍ଷାରେ ଭିଜିବ ଦଶହରା, ସୃଷ୍ଟି ହେଲା ଲଘୁଚାପ

ଫିକା ପଡ଼ିବ ଦଶହରା । ବଙ୍ଗୋପସାଗରରେ ଲଘୁଚାପ ଅଧିକ ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ୧୨ ଘଣ୍ଟାରେ ଅବପାତରେ ପରିଣତ ହେବ ଲଘୁଚାପ । ପରବର୍ତ୍ତୀ ସମୟରେ ଏହା ଆହୁରି ଘନୀଭୂତ ହୋଇ ଗଭୀର ଅବପାତର ରୂପ…

ପ୍ରବଳ ବର୍ଷା ଯୋଗୁଁ ଆସନ୍ତାକାଲି ମାଲକାନଗିରି ଜିଲ୍ଲାର ସବୁ ସ୍କୁଲ୍ ଛୁଟି

ରାଜ୍ୟର ଅନେକ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହେଉଥିବା ବେଳେ ଆସନ୍ତାକାଲି ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ମାଲକାନଗିରି ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ହେବା…

ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଉତ୍ତର-ପୂର୍ବ ବଙ୍ଗୋପସାଗର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…

ଆସନ୍ତା ୨୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ଯୋଗୁଁ ଅଗଷ୍ଟ ୨୭ ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ…

ଲଘୁଚାପ କ୍ଷେତ୍ର ପ୍ରଭାବରେ ୨୦ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ୨୦ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ନେଇ ୱାର୍ଣ୍ଣିଂ ଜାରି କରାଯାଇଛି । ୧୮ ଓ ୧୯ ତାରିଖ ପାଇଁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ…