ତାଜା ଖବର ଦେଶ ଆୟକର ବିଲ୍-୨୦୨୫ ପ୍ରତ୍ୟାହୃତ; ଅଗଷ୍ଟ ୧୧ରେ ନୂଆ ବିଲ୍ ଆଗତ କରିବେ ସରକାର August 8, 2025 Papirani କେନ୍ଦ୍ର ସରକାର ଆୟକର ବିଲ୍ ୨୦୨୫ କୁ କଲେ ପ୍ରତ୍ୟାହୃତ। ଗତ ଫେବୃୟାରୀ ମାସରେ ଲୋକ ସଭାରେ ଆଗତ ହୋଇଥିବା ଆୟକର ବିଲ୍ ୨୦୨୫ ପ୍ରତ୍ୟାହାର କରିନେଇଛନ୍ତି କେନ୍ଦ୍ର ସରକାର। ୨୦୨୫ ଫେବୃଆରୀ ୧୩ରେ ଲୋକସଭାରେ ଛଅ ଦଶନ୍ଧି ପୁରୁଣା ଆୟକର…