Tag: IND vs SA

IND vs SA, 2nd ODI: ଦ୍ୱିତୀୟ ଦିନିକିଆକୁ ୪ ୱିକେଟରେ ଜିତିଲା ଦକ୍ଷିଣ ଆଫ୍ରିକା

ଭାରତ ବିପକ୍ଷରେ ଦକ୍ଷିଣ ଆଫ୍ରିକା ୪ ୱିକେଟ୍‌ରେ ବିଜୟୀ ହୋଇଛି । ରାୟପୁରସ୍ଥିତ ସହିଦ ବୀରନାରାୟଣ ସିଂହ ଷ୍ଟାଡିୟମରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆରେ ଦକ୍ଷିଣ ଆଫ୍ରିକା ୩୫୯ ରନ୍‌ର ବିଜୟ ଲକ୍ଷ୍ୟକୁ ଶେଷ ଓଭରରେ ୪ ବଲ୍ ବାକିଥାଇ ପୂରା କରିଛି…