Tag: India-America Relation

ଦୁଇ ଦିନିଆ ଆମେରିକା ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦି

ଆସନ୍ତା ୧୨ ତାରିଖରେ ଦୁଇ ଦିନିଆ ଆମେରିକା ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସେଠାରେ ସେ ୧୪ ତାରିଖ ଯାଏଁ ରହିବେ । ୧୩ ତାରିଖରେ ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି ।…