ଖେଳ ତାଜା ଖବର ରାଜ୍ୟ ବାରବାଟୀରେ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍ ପାଇଁ ପାଞ୍ଚଟି ସ୍ଥାନରେ ହେବ ପାର୍କିଂ ବ୍ୟବସ୍ଥା, ଜାଣନ୍ତୁ କେଉଁଠି ରଖିବେ ଗାଡ଼ି February 4, 2025 Papirani ଫେବ୍ରୁଆରୀ ୯ ତାରିଖରେ ବାରବାଟୀରେ ଅନୁଷ୍ଠିତ ହେବାକୁ ଯାଉଛି ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍ । ସେଥିପାଇଁ ପାଇଁ ଜୋରଦାର୍ ଚାଲିଛି ପ୍ରସ୍ତୁତି । ଆଜି କଟକ କେନ୍ଦ୍ରାଞ୍ଚଳ ରାଜସ୍ୱ ବିଭାଗ କମିଶନର (ଆରଡିସି) ପି.ପରମେଶ୍ୱରଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚ ସ୍ତରୀୟ ପ୍ରସ୍ତୁତି…