Tag: India summon

ପହଲଗାମ ଆତଙ୍କବାଦୀ ଆକ୍ରମଣ ଘଟଣା: ପାକିସ୍ତାନୀ ରାଷ୍ଟ୍ରଦୂତଙ୍କୁ ସମନ୍ ଜାରି

ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ନୂଆଦିଲ୍ଲୀରେ ପାକିସ୍ତାନୀ ରାଷ୍ଟ୍ରଦୂତଙ୍କୁ ଭାରତର ସମନ୍। ପାକିସ୍ତାନର ସାମରିକ ରାଷ୍ଟ୍ରଦୂତ ସାଦ୍ ଅହମ୍ମଦ ୱାରେଚ୍‌ଙ୍କୁ ଭାରତର ସମନ୍ ଜାରି କରିଛି। ଭାରତ ପାକିସ୍ତାନର ସାମରିକ ରାଷ୍ଟ୍ରଦୂତଙ୍କୁ ଏକ ଆନୁଷ୍ଠାନିକ…