Tag: India

ତେଲେଙ୍ଗାନା ରେ ମାଓ ଅପରେସନ ; ଏନକାଉଣ୍ଟର ରେ ୭ ମାଓବାଦୀ ନିହତ

ରବିବାର (ଡିସେମ୍ବର ୧) ସକାଳେ ତେଲେଙ୍ଗାନାର ମୁଲୁଗୁ ଜିଲ୍ଲାରେ ପୋଲିସ ସହିତ ଏନକାଉଣ୍ଟରରେ ସାତ ଜଣ ମାଓବାଦୀ ନିହତ ହୋଇଥିଲେ।ପୋଲିସ ଇନଫର୍ମର ଭାବେ କାର୍ଯ୍ଯ କରୁଥିବା ଅଭିଯୋଗରେ ଦୁଇ ଜଣ ଆଦିବାସୀଙ୍କୁ ମାଓବାଦୀମାନେ ହତ୍ୟା କରିବାର ଏକ ସପ୍ତାହ ପରେ ଚଳ୍ପକ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଯୋଗ୍ୟତା ମାନଦଣ୍ଡ ରେ ଯୋଡ଼ି ହେଲା ନୂଆ ନିୟମାବଳୀ

ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାର ନୂଆ ନିଅୟମାବଳୀ ଲାଗୁ ହୋଇଛି। ରାଜ୍ୟ ସରକାର ଆବାସ ଘର ପାଇଁ ଲୋକେ ନିଜେ ନିଜ ପାଇଁ ସର୍ଭେ କରିବେ। କୌଣସି ଯୋଗ୍ୟ ହିତାଧିକାରୀଙ୍କୁ ଅଣଦେଖା କରାଯିବ ନାହିଁ ବୋଲି ନିୟମାବଳୀ ରେ ଉଲ୍ଲେଖ ଅଛି।…

IPL ମେଗା ଅକ୍ସନ-୨୦୨୫ , ଋଷଭ ପନ୍ତ ସାଜିଲେ IPL ର ସବୁଠୁ ଦାମୀ ଖେଳାଳୀ

ରିଷଭ ପନ୍ତ ଶ୍ରେୟସ ଆୟରଙ୍କୁ ପଛରେ ପକାଇ ଲକ୍ଷ୍ନୌ ସୁପର ଜଏଣ୍ଟସ୍ ଠାରୁ ୨୭ କୋଟି ଟଙ୍କା ରେ ବିକ୍ରି ହୋଇ ଆଇପିଏଲ୍ ଇତିହାସରେ ସବୁଠାରୁ ମହଙ୍ଗା ଖେଳାଳୀ ଭାବେ ବିବେଚିତ ହୋଇଛନ୍ତି | ଚଳିତ ବର୍ଷ ପ୍ରାରମ୍ଭରେ କୋଲକାତା ନାଇଟ୍…

କେ. ସଞ୍ଜୟ ମୂର୍ତ୍ତି ଙ୍କୁ ନୂତନ ସିଏଜି ଭାବେ ନିଯୁକ୍ତ କଲେ କେନ୍ଦ୍ର ସରକାର

ଭାରତ ସରକାର କେ. ସଞ୍ଜୟ ମୂର୍ତ୍ତିଙ୍କୁ ଦେଶର ନୂତନ କଣ୍ଟ୍ରୋଲର୍ ଏବଂ ଅଡିଟର୍ ଜେନେରାଲ୍ ଭାବରେ ମନୋନୀତ କରିଛନ୍ତି। (CAG). ଆନ୍ଧ୍ର ପ୍ରଦେଶର ୧୯୮୯ ବ୍ୟାଚ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍) ଅଧିକାରୀ ମୂର୍ତ୍ତି ବର୍ତ୍ତମାନ ଶିକ୍ଷା ମନ୍ତ୍ରଣାଳୟର ଉଚ୍ଚ ଶିକ୍ଷା…

ପିଏମ-ବିଦ୍ୟାଲକ୍ଷ୍ମୀ ଯୋଜନାକୁ କ୍ୟାବିନେଟ ମଞ୍ଜୁରି

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ଯକ୍ଷତାରେ ବୁଧବାର ଦିନ କେନ୍ଦ୍ର କ୍ୟାବିନେଟ ପିଏମ-ବିଦ୍ୟାଲକ୍ଷ୍ମୀ ଯୋଜନାକୁ ମଞ୍ଜୁରି ପ୍ରଦାନ କରିଛନ୍ତି, ଯାହା ମିଶନ ଆଧାରରେ ପ୍ରତିଭାବାନ ଛାତ୍ରଛାତ୍ରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବ। ଏହି ପଦ୍ଧତି ଦ୍ୱାରା ଦେଶର ଶ୍ରେଷ୍ଠ ୮୬୦ଟି ଉଚ୍ଚ…

୨୦୩୬ରେ ଭାରତରେ ଅଲିମ୍ପିକ୍ସ ଆୟୋଜନ ପାଇଁ ଆଇଓସିକୁ ଚିଠି କଲା ଭାରତୀୟ ଅଲିମ୍ପିକ୍ସ ସଂଘ

୨୦୩୬ରେ ଅଲିମ୍ପିକ୍ସ ଆୟୋଜନ ପାଇଁ ଭାରତର ପ୍ରଥମ ପଦକ୍ଷେପ । ଭାରତରେ ଅଲିମ୍ପିକ୍ସ ଆୟୋଜନ କରିବା ପାଇଁ ଅନ୍ତର୍ଜାତୀୟ ଅଲିମ୍ପିକ୍ସ କମିଟିକୁ ଚିଠି ଦ୍ବାରା ଇଚ୍ଛା ଜାହିର କରିଛି ଭାରତୀୟ ଅଲିମ୍ପିକ୍ସ ସଂଘ । ଅଲିମ୍ପିକ୍ସ ସହ ପାରା ଅଲିମ୍ପିକ୍ସ ଆୟୋଜନ…

ଆସନ୍ତାବର୍ଷ ହେବ ଜନଗଣନା

ଆସନ୍ତାବର୍ଷ ଆରମ୍ଭ କରିବାକୁ ଯାଉଛି କେନ୍ଦ୍ର ରାଷ୍ଟ୍ରୀୟ ଜନଗଣନା । ଜନଗଣନା ଆସନ୍ତାବର୍ଷ ୨୦୨୫ରୁ ୨୦୨୬ ପର୍ଯ୍ୟନ୍ତ ହେବ। ୨୦୨୬ ସୁଦ୍ଧା ଏହି ପ୍ରକ୍ରିୟା ଶେଷ କରି ଚୂଡାନ୍ତ ରିପୋର୍ଟ ପ୍ରକାଶ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିବା ସରକାରୀ ସୂତ୍ରରୁ ସୂଚନା…

ରତନ ଟାଟା ଅସୁସ୍ଥ; ଆଇସିୟୁରେ ଭର୍ତ୍ତି

ଭାରତର ଅନ୍ୟତମ ବୃହତ୍ତମ କମ୍ପାନୀ ଟାଟା ସନ୍ସର ଅଧ୍ୟକ୍ଷ ଓ ଶିଳ୍ପପତି ରତନ ଟାଟା ଗୁରୁତର ଅବସ୍ଥାରେ ମୁମ୍ବାଇର ଏକ ହସ୍ପିଟାଲରେ ଆଇସିୟୁରେ ଅଛନ୍ତି। ରତନ ଟାଟା ସୋମବାର କହିଛନ୍ତି ଯେ, ତାଙ୍କ ବୟସ ଏବଂ ଆନୁଷଙ୍ଗିକ ଅସୁସ୍ଥତା କାରଣରୁ ତାଙ୍କର…

ସ୍ବଚ୍ଛତା ଅଭିଯାନ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଉଦ୍‌ବୋଧନ

ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀରେ ସ୍ୱଚ୍ଛ ଭାରତ ଅଭିଯାନ ଦେଶବ୍ୟାପୀ ପାଳନ କରାଯାଉଛି। ଏହି ଅବସରରେ ସ୍ବଚ୍ଛତା ଅଭିଯାନ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ବୋଧନ ଦେଇଛନ୍ତି। ଦେଶବାସୀଙ୍କ ସହଯୋଗରେ ସ୍ବଚ୍ଛତା ଅଭିଯାନକୁ ୧୦ ବର୍ଷ ପୂରିଲା, ସ୍ବଚ୍ଛ ଭାରତ…

‘ମନ୍ କି ବାତ୍‌’ କାର୍ଯ୍ୟକ୍ରମ ସମସ୍ତଙ୍କ ପାଇଁ ପ୍ରେରଣାର କେନ୍ଦ୍ରବିନ୍ଦୁ ସାଜିଛି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ମନ କି ବାତ’ କାର୍ଯ୍ୟକ୍ରମ ଆଜି ୧୦ ବର୍ଷ ପୂରଣ କରିଛି । ମୋଦୀଙ୍କ ‘ମନ କି ବାତ’ କାର୍ଯ୍ୟକ୍ରମ ଏବେ ସମସ୍ତଙ୍କ ପ୍ରେରଣାର କେନ୍ଦ୍ରବିନ୍ଦୁ ସାଜିଛି। ସାଧାରଣ ଲୋକଙ୍କ ଅସାଧାରଣ କାର୍ଯ୍ୟ ଓ ସାମର୍ଥ୍ୟକୁ ଲୋକଲୋଚନକୁ…