Tag: India

ପାକିସ୍ତାନରେ ଚମ୍ପିଆନ୍ସ ଟ୍ରଫି ଖେଳିବା ପାଇଁ ନ ଯାଇପାରେ ଭାରତୀୟ ଟିମ୍‌

ଆସନ୍ତା ବର୍ଷ ପାକିସ୍ତାନରେ ଚମ୍ପିଆନ୍ସ ଟ୍ରଫି ଅନୁଷ୍ଠିତ ହେବ ଏବଂ ଏହି ଟୁର୍ଣ୍ଣାମେଣ୍ଟରେ ଭାରତୀୟ ଦଳ ପାକିସ୍ତାନ ଯିବା ଉପରେ ସନ୍ଦେହ ରହିଛି । ପାକିସ୍ତାନ ବଦଳରେ ଶ୍ରୀଲଙ୍କା କିମ୍ବା ଦୁବାଇରେ ମ୍ୟାଚ କରାଇବାକୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)କୁ ଅନୁରୋଧ…

ଚାମ୍ପିଅନ ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ବିଶ୍ୱ ଚାମ୍ପିୟନ ହୋଇ ଦ୍ୱିତୀୟ ଥର ପାଇଁ ଟି-୨୦ ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳକୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ସମସ୍ତ ଖେଳାଳି ଓ ସପୋର୍ଟ ଷ୍ଟାଫଙ୍କୁ ଅଭିନନ୍ଦନ ଜଣାଇବା ସହ ଏହି ବିଜୟ ୧୪୦…

ଟି-୨୦ ବିଶ୍ୱକପ୍‌ ଜିତିଲା ଭାରତ; କୋହଲିଙ୍କ ଅବସର ଘୋଷଣା

ବାର୍ବଡାସରେ ଇତିହାସ ରଚିଲା ଟିମ୍‌ ଇଣ୍ଡିଆ । ୧୭ ବର୍ଷ ପରେ ଟି-୨୦ ବିଶ୍ୱକପ୍‌ ଜିତିଲା ଭାରତ । ଦଷିଣ ଆଫ୍ରିକାକୁ ୭ ରନ୍‌ରେ ପରାସ୍ତ କରି ଟାଇଟଲ୍‌ ହାତେଇଲା ଟିମ୍‌ ଇଣ୍ଡିଆ । ୨୦୦୭ ପରେ ୨୦୨୪ରେ ଟି-୨୦ ବିଶ୍ୱକପ୍‌…

ଟି-୨୦ ବିଶ୍ବକପ୍‌ ଫାଇନାଲରେ ପହଞ୍ଚିଲା ଭାରତ

ଇଂଲଣ୍ଡକୁ ହରାଇ ଟି-୨୦ ବିଶ୍ବକପ୍‌ ଫାଇନାଲରେ ପହଞ୍ଚିଲା ଟିମ୍‌ ଇଣ୍ଡିଆ। ଗତକାଲି ବିଳମ୍ବିତ ରାତି ପର୍ଯ୍ୟନ୍ତ ଖେଳାଯାଇଥିବା ବର୍ଷା ବାଧାପ୍ରାପ୍ତ ଦ୍ବିତୀୟ ସେମିଫାଇନାଲରେ ଇଂଲଣ୍ଡ ବିପକ୍ଷରେ ଭାରତ ଦମଦାର ବିଜୟ ହାସଲ କରିଛି । ବର୍ଷା ବାଧାପ୍ରାପ୍ତ ମ୍ୟାଚରେ ଇଂଲଣ୍ଡକୁ ୬୮…

ଟି୨୦ ବିଶ୍ୱକପ୍ ସେମିଫାଇନାଲରେ ଭାରତ

୨୦୨୪ ଟି-୨୦ ବିଶ୍ୱକପ୍ ସେମି ଫାଇନାଲରେ ପହଞ୍ଚି ସରିଛି ଟିମ ଇଣ୍ଡିଆ।ସେଣ୍ଟ ଲୁସିଆସ୍ଥିତ ଡାରେନ ସାମି ଜାତୀୟ କ୍ରିକେଟ ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ଟି୨୦ କ୍ରିକେଟ ବିଶ୍ୱକପର ଶେଷ ସୁପର-୮ ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୨୪ ରନ୍‌ରେ ପରାସ୍ତ କରି ଭାରତ ଅପରାଜେୟ…

ଜୁଲାଇ ପହିଲାରୁ ଲାଗୁ ହେବ ନୂଆ ଆଇନ

ଦେଶରେ ଅପରାଧିକ ନ୍ୟାୟ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ରୂପେ ବଦଳାଇବା ପାଇଁ ଜୁଲାଇ ୧ରୁ ତିନୋଟି ନୂତନ ଆଇନ ଲାଗୁ ହେବ। ଆଇପିସି, ସିଆରପିସି ଏବଂ ଏଭିଡେନ୍ସ ଆକ୍ଟ ଅଇନରେ ପରିବର୍ତ୍ତନ ଆଣିବାକୁ ସରକାର ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଜୁଲାଇ ୧ରୁ ପୂର୍ବ…

ରବିବାର ସନ୍ଧ୍ୟାରେ ଶପଥ ନେବେ ନରେନ୍ଦ୍ର ମୋଦୀ

ସରକାର ଗଠନ କରିବାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିମନ୍ତ୍ରଣ କରିବା ପରେ ଆସନ୍ତା ୯ ତାରିଖ ଅର୍ଥାତ ରବିବାର ମୋଦି କ୍ରମାଗତ ତୃତୀୟଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦୀ। ଆସନ୍ତା ୯ ତାରିଖ ସନ୍ଧ୍ୟା ୭ଟା…

ଆଜି ସମ୍ବିଧାନ ଭବନରେ ହୋଇଛି ଏନଡିଏର ଗୁରୁତ୍ବପୂର୍ଣ୍ଣ ସଂସଦୀୟ ଦଳ ବୈଠକ

ଆଜି ଆରମ୍ଭ ହୋଇଛି ସମ୍ବିଧାନ ଭବନରେ ଏନଡିଏର ଗୁରୁତ୍ବପୂର୍ଣ୍ଣ ସଂସଦୀୟ ଦଳ ବୈଠକ । ବୈଠକ ଆରମ୍ଭରେ ଏନଡିଏର ର ସମସ୍ତ ନେତୃତ୍ବ ଏବଂ ସାଂସଦଙ୍କୁ ଅଭିନନ୍ଦନ ଜଣାଇଲେ ବିଜେପି ରାଷ୍ଟ୍ରିୟ ଅଧ୍ୟକ୍ଷ ଜେପି ନଡ୍ଡା ।ଅନେକ ସାଂସଦ ତଥା ବିଜେପି…

ନକଲି ପରିଚୟ ପତ୍ର ଦେଖାଇ ସଂସଦ ପରିସରକୁ ପ୍ରବେଶ ଉଦ୍ୟମ, ୩ ଗିରଫ

ରାଜଧାନୀ ଦିଲ୍ଲୀର ସଂସଦ ପୋଲିସ ଷ୍ଟେଶନ ପାର୍ଲାମେଣ୍ଟର ସୁରକ୍ଷା ଭଙ୍ଗ କରୁଥିବା ତିନି ଜଣଙ୍କୁ ଗିରଫ କରିଛି। ନକଲି ଆଧାର କାର୍ଡ ବ୍ୟବହାର କରି ସଂସଦ ଭବନ ପରିସରରେ କାମ କରିବା ପାଇଁ ପ୍ରବେଶ କରିବାକୁ ଚେଷ୍ଟା କରିବାରୁ ଉତ୍ତରପ୍ରଦେଶର ତିନିଜଣ…

ରେପୋ ରେଟ୍‌କୁ ଅପରିବର୍ତ୍ତିତ ରଖିଲା ଆରବିଆଇ

୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣ ବଜେଟ ପୂର୍ବରୁ ଆରବିଆଇର ବହୁ ପ୍ରତୀକ୍ଷିତ ମୁଦ୍ରା ନୀତି କମିଟି ବୈଠକ ଆଜି ଶେଷ ହୋଇଛି। ଗତ ୫ ତାରିଖ ଠାରୁ ଚାଲିଥିବା ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ମୁଦ୍ରା ନୀତି କମିଟି (ଏମସି)ରେ…