Tag: India

ପାକିସ୍ତାନ ସୀମାରେ ଖସିପଡ଼ିଲା ଭାରତୀୟ ସେନା ୟୁଏଭି

ପାକିସ୍ତାନ ସୀମାରେ ଖସିପଡ଼ିଲା ଭାରତୀୟ ସେନା ୟୁଏଭି। ଅଭ୍ୟାସ ବେଳେ ଖସିପଡିଥିବା ଜଣାପଡିଛି। ଭାରତୀୟ ସେନାର ଏକ ଚାଳକ ବିହୀନ କ୍ଷୁଦ୍ର ବିମାନ ଖସିପଡ଼ିଲା। ଯାନ୍ତ୍ରିକ ସମସ୍ୟାରୁ ନିୟନ୍ତ୍ରଣ ହରାଇ ପାକିସ୍ତାନ ନିକିଆଲ ସେକ୍ଟରରେ ଖସିପଡିଥିଲା। ପାକିସ୍ତାନ ସେନା ଉକ୍ତ ୟୁଏଭିକୁ…

ନଦୀକୁ ଖସିଲା ଭାରତୀୟ ଯାତ୍ରୀବାହୀ ବସ୍; ୧୪ ମୃତ

ନେପାଳର ମାର୍ସାଙ୍ଗଡ଼ି ନଦୀକୁ ଖସିପଡ଼ିଛି ଭାରତୀୟ ଯାତ୍ରୀବାହୀ ବସ। ବସରେ ୪୦ ଜଣ ଭାରତୀୟ ଥିବାବେଳେ ୧୪ ଜଣଙ୍କ ମୃତ୍ୟୁ ହୋଇଛି। ୧୬ ଜଣଙ୍କୁ ଉଦ୍ଧାର କରାଯାଇଛି। ଶୁକ୍ରବାର ପୋଖରାରୁ ନେପାଳ କାଠମାଣ୍ଡୁକୁ ଯାଉଥିବା ଏକ ଭାରତୀୟ ଯାତ୍ରୀବାହୀ ବସ୍ ନମ୍ବର…

ବିଶ୍ବ ବିଜୟୀ ଭାରତୀୟ ହକି ତାରକାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର ଆଜି ଥିଲା ଉତ୍ସବମୁଖର। ବିଶ୍ବ ବିଜୟୀ ଭାରତୀୟ ହକି ଦଳର ହିରୋ ମାନଙ୍କୁ ଆଜି ଦିଆଯାଇଥିଲା ଭବ୍ୟ ସମ୍ବର୍ଦ୍ଧନା। ପ୍ୟାରିସ ଅଲମ୍ପିକ୍‌ସରେ ଭାରତୀୟ ହକି ଦଳର ଐତିହାସିକ ବିଜୟ ପରେ ଆଜି ସମସ୍ତ ଖେଳାଳୀ ଓ ସହାୟକ ସଦସ୍ୟ ଭୁବନେଶ୍ବରରେ…

୨ ଦିନିଆ ପୋଲାଣ୍ଡ ଗସ୍ତରେ ଗଲେ ମୋଦି

୨ ଦିନିଆ ପୋଲାଣ୍ଡ ଗସ୍ତରେ ଗଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୪୫ ବର୍ଷ ଭିତରେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ଏହା ହେଉଛି ପ୍ରଥମ ପୋଲାଣ୍ଡ ଗସ୍ତ। ପୋଲାଣ୍ଡରେ ୨ ଦିନିଆ ଗସ୍ତ ସାରି ୟୁକ୍ରେନ ଯିବେ ମୋଦି। ପୋଲାଣ୍ଡ ରାଷ୍ଟ୍ରପତି ଆଣ୍ଡ୍ରଜେ ସେବାଷ୍ଟିଆନ୍…

ଦ୍ବିତୀୟ ଥର ଶକ୍ତିକାନ୍ତ ଦାସଙ୍କୁ ସେଣ୍ଟ୍ରାଲ ବ୍ୟାଙ୍କର୍‌ ଭାବେ ଏ ପ୍ଲସ ରେଟିଂ

ଦ୍ବିତୀୟ ଥର ପାଇଁ ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଶୀର୍ଷ ସେଣ୍ଟ୍ରାଲ ବ୍ୟାଙ୍କର ଭାବେ ଚୟନ ହୋଇଛନ୍ତି । ଗ୍ଲୋବାଲ ଫାଇନାନ୍ସ ସେଣ୍ଟ୍ରାଲ ବ୍ୟାଙ୍କର ରିପୋର୍ଟ କାର୍ଡ ୨୦୨୪ରେ ତାଙ୍କୁ ଏ ପ୍ଲସ ରେଟିଂ ମିଳିଛି । ମୁଦ୍ରାସ୍ପିତି ନିୟନ୍ତ୍ରଣ, ଆର୍ଥିକ…

ଡାକ୍ତରଙ୍କ ସୁରକ୍ଷା ପାଇଁ ଟାସ୍କଫୋର୍ସ ଗଠନ କରିବେ ସୁପ୍ରିମକୋର୍ଟ

କୋଲକାତାରେ ଟ୍ରେନି ଡାକ୍ତରଙ୍କୁ ଡାକ୍ତରଙ୍କ ସୁରକ୍ଷା ପାଇଁ ଟାସ୍କଫୋର୍ସ ଗଠନ କରିବେ ସୁପ୍ରିମକୋର୍ଟ । ସିନିୟର ଓ ଜୁନିୟର ଡାକ୍ତରଙ୍କ ସୁରକ୍ଷା ପାଇଁ ପରାମର୍ଶ ଦେବ ଟାସ୍କଫୋର୍ସ। ସୁରକ୍ଷା ପାଇଁ ସାରା ଦେଶରେ କି କାର୍ଯ୍ୟପନ୍ଥା ହେବ, ଟାସ୍କଫୋର୍ସ ପରାମର୍ଶ ଦେବ।…

ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ-ହତ୍ୟା ଘଟଣା; ଗୁରୁବାର ସୁଦ୍ଧା ଷ୍ଟାଟସ୍‌ ରିପୋର୍ଟ ଦେବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

କୋଲକାତା ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ଗୁରୁବାର ସୁଦ୍ଧା ଷ୍ଟାଟସ୍‌ ରିପୋର୍ଟ ଦେବାକୁ ସିବିଆଇକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ଶୁଣାଣି ବେଳେ ଉଦ୍‌ବେଗ ପ୍ରକାଶ କଲେ ସିଜେଆଇ। ଘଟଣାର ବହୁ ବିଳମ୍ବରେ ଏଫ୍ଆଇଆର୍‌କୁ ନେଇ…

ଉତ୍ତରାଖଣ୍ଡରେ ନର୍ସଙ୍କୁ ଦୁଷ୍କର୍ମ ପରେ ହତ୍ୟା; ଅଭିଯୁକ୍ତ ଗିରଫ

ପୁଣି ଲଜ୍ଜା। କୋଲକାତାରେ ଟ୍ରେନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣା ପରେ ଏବେ ଉତ୍ତରାଖଣ୍ଡର ଉଧମ ସିଂହ ନଗର ଜିଲ୍ଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଉତ୍ତରାଖଣ୍ଡରେ ଦୁଇ ସପ୍ତାହ ତଳେ ହସ୍ପିଟାଲରୁ ଘରକୁ ଫେରୁଥିବା ବେଳେ ଜଣେ ନର୍ସଙ୍କୁ…

ଅଲିମ୍ପିକ୍ସ ପଦକ ବିଜେତାଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ଆଜି ସାରା ଦେଶ ୭୮ତମ ସ୍ୱାଧୀନତା ଦିବସ ପାଳିଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ୟାରିସ ଅଲିମ୍ପିକ୍ସରେ ଭାଗ ନେଇଥିବା ଭାରତୀୟ ଖେଳାଳୀଙ୍କୁ ଭେଟିଛନ୍ତି । ପ୍ରଥମେ ଭାରତୀୟ ହକି ଦଳକୁ ମୋଦି ଭେଟିଥିଲେ । ଖେଳାଳୀମାନେ ପ୍ରଧାନମନ୍ତ୍ରୀଙ୍କୁ ନିଜର…

ଦେଶର ସ୍ୱପ୍ନ ୨୦୩୬ରେ ଭାରତରେ ଅଲିମ୍ପିକ୍ସ ଆୟୋଜନ: ମୋଦୀ

ଆଜି ଭାରତର ୭୮ ତମ ସ୍ୱାଧିନତା ଦିବସ ଅବସରରେ ଲାଲକିଲ୍ଲାରେ ଦେଶବାସୀଙ୍କୁ ସମ୍ବୋଧନ କରି ପ୍ୟାରିସରେ ଅଲିମ୍ପିକ୍ସ ପଦକ ହାସଲ କରିଥିବା ଖେଳାଳିଙ୍କୁ ଶୁଭେଚ୍ଛା ଜଣାଇବା ସହ ଦେଶରେ ଅଲିମ୍ପିକ୍ସକୁ ନେଇ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ…