Tag: Indian Embassy

India Urges Its Nationals To Leave Iran: ଇରାନ ଛାଡ଼ିବାକୁ ଭାରତୀୟଙ୍କୁ ନିର୍ଦ୍ଦେଶ, ଜାରି ହେଲା ହେଲ୍ପ ଲାଇନ୍ ନଂ

ଇରାନରେ ପରିସ୍ଥିତି ବିଗିଡ଼ିବାରେ ଲାଗିଛି । ଇରାନରେ ସରକାରୀ ବିରୋଧୀ ଆନ୍ଦୋଳନ ଜାରି ରହିଛି। ଏହି ଆନ୍ଦୋଳନରେ ମୃତ୍ୟୁ ସଂଖ୍ୟା ୨୫୦୦ ଅତିକ୍ରମ କଲାଣି।ଇରାନରେ ଲାଗି ରହିଥିବା ରାଜନୈତିକ ଅସ୍ଥିରତାକୁ ଦେଖି ଭାରତୀୟ ନାଗରିକଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ଭାରତ ନିର୍ଦ୍ଦେଶନାମା…