ଖେଳ ଦେଶ ବିଶ୍ୱ ଏସିଆନ ଚାମ୍ପିୟନ୍ସ ଟ୍ରଫି ଜିତିଲା ଭାରତୀୟ ପୁରୁଷ ହକି ଟିମ September 17, 2024 Papirani ଏସିଆନ ଚାମ୍ପିୟନ୍ସ ଟ୍ରଫି ଜିତିଲା ଭାରତୀୟ ପୁରୁଷ ହକି ଟିମ। ୫ମ ଥର ପାଇଁ ଏସିଆନ ଚାମ୍ପିୟନ୍ସ ଟ୍ରଫିକୁ ହତେଇଛି ଭାରତ।ଆଜି ଭାରତୀୟ ପୁରୁଷ ହକି ଦଳ ଏବଂ ଚୀନ୍ ମଧ୍ୟରେ ଏସିଆନ୍ ହକି ଚାମ୍ପିଅନ୍ସ ଟ୍ରଫିର ଫାଇନାଲ ମ୍ୟାଚ୍ ଖେଳାଯାଇଥିଲା…