Tag: Indian Idol Season 16 winner

Indian Idol 16 Winner Jyotirmayee: ଇଣ୍ଡିଆନ ଆଇଡଲ ୧୬ର ବିଜେତା ଜ୍ୟୋତିର୍ମୟୀ ନାୟକଙ୍କୁ ସମ୍ବର୍ଦ୍ଧିତ କଲେ ରାଜ୍ୟପାଳ

ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଲୋକ ଭବନରେ ଇଣ୍ଡିଆନ ଆଇଡଲ ସିଜନ ୧୬ର ବିଜେତା ଜ୍ୟୋତିର୍ମୟୀ ନାୟକଙ୍କୁ ସମ୍ବନ୍ଧିତ କରିଛନ୍ତି। ଅଭିନନ୍ଦନ ଜଣାଇ ତାଙ୍କ ପ୍ରତିଭା, ନିଷ୍ଠା ଏବଂ ଅଧ୍ୟବସାୟକୁ ରାଜ୍ୟପାଳ ପ୍ରଶଂସା କରି କହିଛନ୍ତି ଜ୍ୟୋତିର୍ମୟୀଙ୍କ ସଫଳତା…